Posted inଜାତୀୟ

ଜଙ୍ଗଲ ନଷ୍ଟକୁ ବିରୋଧକରି ଗଛର ଅନ୍ତିମ ସଂସ୍କାର ଯାତ୍ରା

ଡେରାଡୁନ୍‌: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍‌ରେ ବିକାଶମୂଳକ ପ୍ରକଳ୍ପ ପାଇଁ ବୃକ୍ଷ କାଟିବାକୁ ବିରୋଧ କରି ‘ପରିବେଶ ବଞ୍ଚାଅ ଆନ୍ଦୋଳନ ୨.୦’ ବ୍ୟାନରରେ ପରିବେଶବିତ୍‌ ତଥା ବୁଦ୍ଧିଜୀବୀମାନେ ଏକତ୍ର ହୋଇ ବୃକ୍ଷଗୁଡ଼ିକର ପ୍ରତୀକାତ୍ମକ ଅନ୍ତିମ ସଂସ୍କାର ଯାତ୍ରା କରିଛନ୍ତି। ସହରର ପରେଡ୍‌ ଗ୍ରାଉଣ୍ଡରେ ହୋଇଥିବା ଏହି ଅନ୍ତିମ ସଂସ୍କାର ଯାତ୍ରାରେ ଅନେକ ସଂଖ୍ୟାରେ ଲୋକ ଏକତ୍ରିତ ହୋଇ ବିକାଶମୂଳକ ପ୍ରକଳ୍ପ ନାମରେ କଟାଯାଇଥିବା ଗଛଗୁଡ଼ିକୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି ଅବସରରେ ଆନ୍ଦୋଳନକାରୀ ଧଳା ପୋଷାକ ପରିଧାନ କରିବା ସହ ମୁହଁରେ କଳାପଟି ବାନ୍ଧିଥିଲେ ଓ ଶୁଖିଲା ଗଛଗୁଡ଼ିକର ଶାଖା ନେଇ ରାଜ୍ୟ ସଚିବାଳୟ ଆଡ଼କୁ ଶାନ୍ତିପୂର୍ଣ୍ଣ ଭାବେ ଅଗ୍ରସର ହୋଇଥିଲେ। ତେବେ ପୋଲିସ ଆନ୍ଦୋଳନକାରୀମାନଙ୍କୁ ବାଟରେ ଅଟକାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ଭାରତ ବଢାଇଲା ସାହାଯ୍ୟର ହାତ, ଏହି ଦେଶକୁ ଦେଲା ୩୮ହଜାର ମେଟ୍ରିକ ଟନର ପେଟ୍ରୋଲ

ନୂଆଦିଲ୍ଲୀ,୨୯।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ଏବଂ ଫଳସୱରୂପ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ମଧ୍ୟରେ, ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri