ଏମିତି ଆସେ ବିପଦ: ଶୋଇଥିଲେ, ରାତିରେ ଛପର ଫଟେଇ ଘରେ ଗଛ

ପାଟଣା,୨୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଗ୍ରାମ ନାଏକ ସାହିର ପ୍ରଦୀପ ଦାସଙ୍କ ଘର ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଗଛ ପଡ଼ିଯାଇଛି। ଏଥିରେ ତାଙ୍କର ୨ ବଖରା ଭାଙ୍ଗି ଯାଇଛି। ଏହି ସମୟରେ ଘରେ ଶୋଇଥିବା ପ୍ରଦୀପଙ୍କ ସ୍ତ୍ରୀ ଓ ଦୁଇ ଶିଶୁ ଆସନ୍ନ ବିପଦରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନାଯୋଗ୍ୟ, ପ୍ରଦୀପ ଦାଦନ ଖଟିବାକୁ ଯାଇ ବାଙ୍ଗାଲୋରରେ ରହୁଥିବା ବେଳେ ତାଙ୍କ ସ୍ତ୍ରୀ ଶ୍ବଶୁର ଶମ୍ଭୁ ଦାସ ଓ ଦୁଇ ଶିଶୁଙ୍କ ସହ ଗଁାରେ ରୁହନ୍ତି। ଏହି ଗରିବ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଶନିବାର ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚତ୍ ଘର ଉପରୁ ଗଛକୁ କାଟି ସଫା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ...

ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା

କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପାଟଣାଗଡ଼ ଡିଏଫ୍‌ଓ

ପାଟଣାଗଡ଼, ୧୦।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ କେନ୍ଦୁପତ୍ର ଡିଏଫ୍‌ଓ ପ୍ରଣବ ମହାନ୍ତି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ତାଙ୍କୁ...

ଜାମିନ ପରେ ଅଭିଯୁକ୍ତଙ୍କୁ ପୁଣି ନେଲା ପୋଲିସ

ଆସିକା,୫ା୧୧(ଡି.ଏନ୍‌.ଏ.)-ବସ୍‌ ମାଲିକ ପ୍ରତାପ ପୋଲାଇ ହତ୍ୟାକାଣ୍ଡର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସିଲୁ ପୋଲାଇ ସୋମବାର ଅପରାହ୍ନରେ ଜାମିନରେ ଆସିକା ସବଜେଲରୁ ମୁକୁଳିଥିଲେ ା ତେବେ ପୂର୍ବରୁ...

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ...

୨୩ରୁ ଖୋଲିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୨୧।୮(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ମନ୍ଦିର ଆସନ୍ତା ୨୩ ତାରିଖ ତଥା ସୋମବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।...

ଟାଉନ ପ୍ଲାନିଂ ଅଞ୍ଚଳବାସୀ ଜଳବନ୍ଦୀ

ଢେଙ୍କାନାଳ ଅଫିସ, ୧୨।୯ – ଲଘୁଚାପଜନିତ ଲଗାଣ ବର୍ଷାରେ ଢେଙ୍କାନାଳ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଟାଉନପ୍ଲାନିଂ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

ଓଳାଶୁଣୀ ମେଳାରେ ୧୪୪ ଧାରା

ବାଲିଚନ୍ଦ୍ରପୁର,୯।୨(ସ୍ବ.ପ୍ର.): ପ୍ରସିଦ୍ଧ ଓଳାଶୁଣୀ ଗୁମ୍ପାମେଳା ରବିବାରଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ କୋଭିଡ଼ କଟକଣା ଯୋଗୁ ଭକ୍ତମାନଙ୍କୁ ମେଳାକୁ ଆସିବାକୁ ବାରଣ କରାଯାଇଥିଲା। କେବଳ ମହାପୁରୁଷଙ୍କ...

Advertisement
Archives

Model This Week