ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୧୪ା୭(ଦୀପକ କୁମାର ପରାସେଠ): ତୁମୁଡିବନ୍ଧ ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ଗୁରୁବାର ତୁମୁଡିବନ୍ଧ ବନାଞ୍ଚଳର କବରା ନାଳ ପାହାଡ଼ରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ତୁମୁଡିବନ୍ଧ ବ୍ଲକ୍‌ ଅଧ୍ୟକ୍ଷା ବାସନ୍ତି ମାଝି ମୁଖ୍ୟ ଅତିଥି ଭାବେ ଓ ସମ୍ମାନିତ ଅତିଥି ଭାବେ ତୁମୁଡିବନ୍ଧ ବନାଞ୍ଚଳ ଅଧିକାରୀ କାଳୀ ଚରଣ ବେହେରା, ବନପାଳ ଦେବାଶିଷ ଚୌଧୁରୀ, ବନ ରକ୍ଷୀ ସ୍ବପ୍ନା ପାତ୍ର ଓ ସମସ୍ତ ବନ କର୍ମଚାରୀ ଯୋଗ ଦେଇଥିଲେ। ସେହିପରି ଅଖିଳ ବିଶ୍ୱ ଗାୟତ୍ରୀ ପରିବାରର ଜିଲା ସଂଯୋଜକ କବିରାଜ ସାହୁ, ଜିଲା ସଂଗଠକ ଜଗନ୍ନାଥ, ଜିଲା ଯୁବ ସଂଯୋଜକ ନବୀନ ପାତ୍ର ଉପସ୍ଥିତ ଥିଲେ। ତୁମୁଡିବନ୍ଧ ବ୍ଲକ୍‌ ଅଞ୍ଚଳର ଗାୟତ୍ରୀ ପରିବାରର ପ୍ରାୟ ୩ଶହ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri