ପରିବେଶ ସଚେତନତା ପ୍ରତି ଗଛ ସାର୍‌ଙ୍କ ଗୁରୁତ୍ୱ

ଖଣ୍ଡପଡ଼ା,୨୦ା୧(ସ୍ବ.ପ୍ର.):ମଣିଷ ପ୍ରତି ମୁହୁର୍ତ୍ତରେ ପ୍ରକୃତି ଓ ପରିବେଶକୁ କ୍ଷତାକ୍ତ କରିଚାଲିଛି ା ସୃଷ୍ଟିର ସର୍ବ ଶ୍ରେଷ୍ଠ ଜୀବ ଭାବେ ମଣିଷ ନିଜକୁ ପରିଚିତ କରାଉଥିବା ବେଳେ ତା’ର ସ୍ବାର୍ଥପରତା ଯୋଗୁ ସମୁଦାୟ ଜୀବଜଗତ ଦିନେ ଲୋପ ପାଇବ ା ବୃକ୍ଷହିଁ ପରିବେଶର ମୁଖ୍ୟ ସମ୍ପଦ, ଏହି ବୃକ୍ଷ ଦ୍ୱାରା ଆସନ୍ନ ବନ୍ୟା, ବାତ୍ୟାକୁ ପ୍ରତିହତ କରିବା ସମ୍ଭବ ହୋଇ ପାରିବ ବୋଲି ଖଣ୍ଡପଡ଼ା ବ୍ଲକ୍‌ ଅଧୀନ କଣ୍ଟିଲୋର ଗଛସାରା ଭାବେ ପରିଚିତ ଅନ୍ତର୍ଯ୍ୟାମୀ ସାହୁ କହିଛନ୍ତି ା ବୃକ୍ଷ ଉତ୍ତାପକୁ ନିୟନ୍ତ୍ରଣ କରିବା ଦ୍ୱାରା ମାନବ ସମାଜ ସ୍ଥିତି ସମ୍ଭବ ହୋଇ ପାରିଛି ା ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ପାହାଡ ପର୍ବତ ଓ ପରିବେଶର ସୁରକ୍ଷା ସହ ଚାରା ରୋପଣ ତଥା ସେହି ବୃକ୍ଷକୁ ବଞ୍ଚାଇ ରଖିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି ା ବନ ବଞ୍ଚତ୍ଲେ ଜନେ ବଞ୍ଚତ୍ବେ ା ଏଥିପାଇଁ ବିଭିନ୍ନ ପର୍ବପର୍ବାଣୀରେ ଆମ୍ବ ଡାଳ,ପତ୍ର ଓ ଅଡୁଙ୍ଗା ଗଛ ବ୍ୟବହାର ନ କରିବାକୁ ସେ ଅନୁରୋଧ କରିଛନ୍ତି ା ଘରେ ହେଉ କି ଶିକ୍ଷାନୁଷ୍ଠାନରେ ସରସ୍ବତୀ ଓ ଗଣେଶ ପୂଜାରେ ଆମ୍ବଗଛର ଡାଳପତ୍ର ଓ ଅଡୁଙ୍ଗା ଗଛରେ ତୋରଣ ନିର୍ମାଣ କରାଯାଇଥାଏ ା ହେଲେ ପୂଜା ସରିବା ପରେ ସେହି ଡାଳପତ୍ର କୌଣସି କାମରେ ଲାଗେ ନାହିଁ ା ତାହା ରାସ୍ତା କଡ଼ରେ ପଡି ନଷ୍ଟ ହୁଏ ା ସେଥିପାଇଁ ଏପରି ବୃକ୍ଷ ଲତାକୁ ନଷ୍ଟ ନ କରିବା ପାଇଁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି ା ଏହି ଅବସରରେ ସେ ନିଜ ହାତରେ ତିଆରି କରିଥିବା ସଚେତନତା ପୋଷ୍ଟର ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri