ରାୟଗଡ଼ା-କୋରାପୁଟ ରେଳପଥରେ ବର୍ଷାରେ ଭାଙ୍ଗିଲା ଗଛ: ଟ୍ରେନ୍ ଚଳାଚଳ ବିଚ୍ଛିନ୍ନ

କଲ୍ୟାଣସିଂହପୁର,୨।୧୦(ଦୀପକ୍ କୁମାର ପରିଡ଼ା): ଜିଲାରେ ଲାଗିରହିଥିବା ଲଗାଣ ବର୍ଷାରୁ ରାୟଗଡ଼ା-କୋରାପୁଟ ରେଳପଥରେ ବିପତ୍ତି ସୃଷ୍ଟି ହୋଇଛି। ଭାଲୁମୁଷ୍କା ଓ ଲେଲିଗୁମ୍ମା ଷ୍ଟେସନ୍ ମଧ୍ୟରେ ଟ୍ରାକ୍ ଉପରେ ଦୁଇ ଫୁଟ ପାଣି ଚାଲୁଥିବା ବେଳେ ଗଛ ପଡ଼ିବାରୁ ଟ୍ରେନ୍ ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।

ସୂଚନା ମୁତାବକ କହିଛନ୍ତି, ପ୍ରବଳ ବର୍ଷା ଲାଗିରହିଥିବାରୁ ଉଧାର କାର୍ଯ୍ୟରେ ବାଧା ହେଉଛି। ଏନେଇ ରେଳ ଅଧିକାରୀମାନଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନାହିଁ। ଯାତ୍ରୀମାନେ ବିକଳ୍ପ ବ୍ୟବସ୍ଥା ପାଇଁ ଅପେକ୍ଷାରତ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri