କାଳବୈଶାଖୀ ପ୍ରଭାବରେ ଗଛ ଭାଙ୍ଗି ରାସ୍ତା ଅବରୋଧ

ଚନ୍ଦ୍ରପୁର,୩୧ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ଡାଙ୍ଗସୋରଡ଼ା ନିକଟ ବନ୍ଦିଲି ଗ୍ରାମ ନିକଟରେ ବୁଧବାର ସାରେ କାଳବୈଶାଖୀ ପ୍ରଭାବରେ ଅତ୍ୟଧିକ ପବନ ବର୍ଷା ହେବାରୁ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ଫଳରେ ଚନ୍ଦ୍ରପୁରଠାରୁ ମୁନିଗୁଡ଼ା ଅଭିମୁଖେ ଯାଉଥିବା ଗାଡ଼ିମୋଟର ଦୀର୍ଘ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅଟକି ରହିଛି। ବର୍ତ୍ତମାନ ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri