ବର୍ଷା ସାଙ୍ଗକୁ ପବନ: ରାସ୍ତାରେ ଉପୁଡ଼ି ପଡ଼ିଲା ଗଛ

କେନ୍ଦୁଝର,୨୦ା୩(ସ୍ବ.ପ୍ର.): ସୋମବାର ଭୋର୍‌ ସମୟରେ ହଠାତ୍‌ ବର୍ଷା ଓ ପବନ କେନ୍ଦୁଝର ସହର ମାଇନିଂ ରୋଡ୍‌ରେ ଏକ ଗଛ ଉପୁଡ଼ିବାରୁ ଯାତାୟାତ ବ୍ୟାହତ ହୋଇଛି। ବିଦ୍ୟୁତ୍‌ ଓ କେବୁଲ ମଧ୍ୟ ଛିଣ୍ଡି ଯାଇଛି।
ଆଜି ଭୋର୍‌ରୁ ହଠାତ୍‌ ବର୍ଷା ଓ ପବନ ହୋଇଥିଲା। ଫଳରେ ସହରରେ ଲାଗିଥିବା ହୋର୍ଡିଂ ଚିରି ବିଦ୍ୟୁତ୍‌ ଲାଇନରେ ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ବେଆଇନ ହୋର୍ଡିଂକୁ ଗତକାଲି ଉଠାଯାଇଥିବା ବେଳେ ଅନେକ ସ୍ଥାନରେ ଏବେ ମଧ୍ୟ ଅସୁରକ୍ଷିତ ଅବସ୍ଥାରେ ରହିଛି। ଏଣୁ ଏ ନେଇ ଆଇନଗତ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri