ଗାଜଲବାଡିରେ ଗଛ ଉପୁଡି ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ: ଦାରିଙ୍ଗବାଡି-ବ୍ରହ୍ମପୁରକୁ ଯାତାୟାତ ଠପ

ଦାରିଙ୍ଗବାଡି,୨।୯ (ଅରୁଣ ସାହୁ ): କନ୍ଧମାଳ-ଗଞ୍ଜାମ ଜିଲା ସୀମାବର୍ତ୍ତୀ ଗାଜଲବାଡି ଗ୍ରାମରେ ଏକ ଶୁଖିଲା ଗଛ ଉପୁଡି ବିଦ୍ୟୁତ ଖୁଣ୍ଟ ଭାଙ୍ଗି ପଡିଛି। ଫଳରେ ବିଦ୍ୟୁତ ତାର ଓ ଖୁଣ୍ଟ ପଡି ରାସ୍ତା ଅବରୋଧ ହୋଇଛି। ଫଦାରିଙ୍ଗବାଡି ଠାରୁ ବ୍ରହ୍ମପୁର, ଭଞ୍ଜନଗର ଆଦିକୁ ଗାଡି ଚଳାଚଳ ବନ୍ଦ ରହିଛି ।
ପ୍ରକାଶଯେ, ରାଇପୁର ଠାରୁ ଗୋପାଳପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଠାରେ ଏଭଳି ଘଟଣା ଘଟିଛି। ଗ୍ରାମବାସୀ ଏବଂ ସରପଞ୍ଚ ଘଟଣା ସମ୍ପର୍କରେ ସୋରଡ଼ା ଦମକଳ ବାହିନୀ ଏବଂ ବିଦ୍ୟୁତ ବିଭାଗକୁ ସୂଚନା ଦେଇଛନ୍ତି । ଖବର ଲେଖିବା ସୁଦ୍ଧା ଗାଜଲବାଡି ଗ୍ରାମର ୨ ପାର୍ଶ୍ୱରେ ବହୁ ଗାଡି ଅଟକି ରହିଛି। ଯାତ୍ରୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri