ଥରିଲା ଗ୍ରୀସ୍‌

ଆଥେନ୍ସ,୨୯ା୧୨: ଗ୍ରୀସ୍‌ର ଦକ୍ଷିଣ ଦ୍ୱୀପ କ୍ରିଟ୍‌ରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୭ ଥିଲା।

ରିପୋର୍ଟ ଅନୁଯାୟୀ, ଭୂକମ୍ପ ଯୋଗୁ କୌଣସି ଧନଜବୀନ ନଷ୍ଟ ହୋଇଥିବା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ସୂଚନା ଜଣାପଡ଼ିନାହିଁ।

ଅନ୍ୟପକ୍ଷରେ ବୁଧବାର ପାକିସ୍ତାନରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସମୋଲୋଜି (ଏନ୍‌ସିଏସ) କହିଛି ଯେ, ଆଜି ସକାଳେ ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହା ତୀବ୍ରତା ୪.୩ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାପୁର ଗଲେ ଗୋଟାବାୟା

କଲମ୍ବୋ,୧୪।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ସାଙ୍ଗକୁ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଗୁରୁବାର ମାଳଦ୍ୱୀପରୁ ସିଙ୍ଗାପୁର ଯାଇଛନ୍ତି। ସେଠାରୁ ସେ ସାଉଦି...

ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ: ୧୦ ବର୍ଷରେ ଲକ୍ଷେ ୬୦ ହଜାର ଚିହ୍ନଟ

ଇସଲାମାବାଦ୍‌,୧୧।୯: ପାକିସ୍ତାନରେ ଏଚ୍‌ଆଇଭି ଆତଙ୍କ ଦେଖାଦେଇଛି। ଗତ ୧୦ ବର୍ଷ ମଧ୍ୟରେ ଏଚ୍‌ଆଇଭି ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ ବୃଦ୍ଧି ପାଇ ଲକ୍ଷେ ୬୦ ହଜାରରେ...

ବଳାତ୍କାର ରୋକିବା ପାଇଁ ସରକାର ନେଲେ ଏଭଳି ନିଷ୍ପତ୍ତି: ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସୋମାଲିଆ, ୧୭।୮: ବିଶ୍ୱ ଦ୍ରୁତ ଗତିରେ ଅଗ୍ରଗତି କରୁଛି। ପୂର୍ବରୁ ମହିଳାଙ୍କର ସ୍ବାଧୀନତା ନ ଥିଲା। ହେଲେ ଏବେ ସେମାନେ ପ୍ରତ୍ୟେକ ପ୍ରସଙ୍ଗରେ ପୁରୁଷଙ୍କ ସହ...

ଘଣ୍ଟାଏରେ ୨ ଥର ଥରିଲା ନେପାଳ…

କାଠମାଣ୍ଡୁ,୨୮।୧୨ : ବୁଧବାର ବିଳମ୍ବିତ ରାତିରେ ନେପାଳରେ ଏକ ଘଣ୍ଟା ମଧ୍ୟରେ ଦୁଇ ଥର ଭୂକମ୍ପ ଘଟିଛି। ନ୍ୟାଶନାଲ ଭୂକମ୍ପ ମନିଟରିଂ ଆଣ୍ଡ ରିସର୍ଚ୍ଚ ସେଣ୍ଟର...

ୟୁକ୍ରେନ୍‌ରେ ପୁଣି ବୋମା ବର୍ଷା

କିଭ୍‌, ୧୨।୧୦: କ୍ରିମିଆର କର୍ଚ ବ୍ରିଜ୍‌ ବିସ୍ଫୋରଣରେ ପ୍ରତିଶୋଧ ପରାୟଣ ହୋଇ ରୁଷିଆ ୟୁକ୍ରେନ୍‌ ଉପରେ ସୋମବାର ୮୪ ମିଶାଇଲ ଛାଡ଼ିବା ପରେ ମଙ୍ଗଳବାର ମଧ୍ୟ...

ଟିକା ନେଲେ ପ୍ରଥମ ଓଡ଼ିଆ

ଲଣ୍ଡନ, ୧୦ା୧୨: ବ୍ରିଟେନରେ ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟରତ ଡ. ଶୈଳେଶ ମିଶ୍ର ପ୍ରଥମ ଓଡ଼ିଆ ଭାବେ କରୋନା ଟିକା ନେଇଛନ୍ତି। ମଙ୍ଗଳବାରଠାରୁ ବ୍ରିଟେନରେ ଫାଇଜର ଟିକାକରଣ...

ମଝି ଆକାଶରେ ଦୁଇ ବିମାନ ହେଲେ ନିକଟତର, ଭାଙ୍ଗିଲା ଝରକା

ଲଣ୍ଡନ,୩୦ା୧୨: ଆକାଶରେ ପ୍ରାୟ ୩୫୦୦୦ ଫୁଟ ଉଚ୍ଚରେ ଉଡୁଥିବା ଏକ ବିମାନ ସହ ଆଉ ଏକ ବିମାନ ଅତି ନକଟତର ହୋଇଯାଇଥିଲା। ଫଳରେ ୨୦୦ ଯାତ୍ରୀ...

ଚର୍ଚ୍ଚରେ ଶିଶୁଙ୍କୁ ଯୌନ ଶୋଷଣ

ଲିସ୍‌ବନ୍‌, ୧୧ା୨:ପର୍ତ୍ତୁଗିଜ୍‌ କ୍ୟାଥୋଲିକ୍‌ ଚର୍ଚ୍ଚରେ ଶିଶୁଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଖବର ପ୍ରକାଶ ପାଇ ଆସୁଥିବାବେଳେ ଏହା ଉପରେ ଅଧ୍ୟୟନ କରୁଥିବା ଏକ ସ୍ବାଧୀନ...

Advertisement
Archives

Model This Week