Posted inଜାତୀୟ

ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ

ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୀତ ଲହରୀ ଯୋଗୁ ସାଧାରଣ ଜୀବନ ଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ମଙ୍ଗଳବାର ରାଜଧାନୀ ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୫.୩ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ରବିବାର ତାପମାତ୍ରା ୫.୫ ଡିଗ୍ରୀ ସେଲସିୟସ୍‌ ଥିଲା। ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ପୁଣି କମିବାର ସମ୍ଭାବନା ରହିଛି। ଦୁଇଦିନ ମଧ୍ୟରେ ରାଜଧାନୀର ସର୍ବନିମ୍ନ ତାପମାତ୍ରା ୪.୫ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ ଏବଂ ଲଦାଖ ଅଞ୍ଚଳରେ ତାପମାତ୍ରା ଗତ ସପ୍ତାହ ତୁଳନାରେ ଯଥେଷ୍ଟ କମ୍‌ ରହିଛି। କେତେକ ଅଞ୍ଚଳରେ ତୁଷାରପାତ ଜାରି ରହିଛି। ତାପମାତ୍ରା କମିବା ଯୋଗୁ ଘନ କୁହୁଡ଼ି ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ଏନେଇ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri