Posted inଜାତୀୟ

ଥରିଲା ପଶ୍ଚିମବଙ୍ଗ

କୋଲକାତା, ୨୬।୮: ପଶ୍ଚିମବଙ୍ଗରେ ବୁଧବାର ସକାଳ ୭ଟା ୫୪ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିବା ଜାତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ଦୁର୍ଗାପୁର ଅଞ୍ଚଳରେ ଭୂକମ୍ପ ଅନୁଭୁତ ହୋଇଛି। କ୍ଷୟକ୍ଷତି ସମ୍ପର୍କରେ କୌଣସି ତଥ୍ୟ ମିଳିପାରିନାହିଁ। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଭୂକମ୍ପର କିଛି ସମୟ ପରେ ପୁଣି ଭୂକମ୍ପ ହେବ ବୋଲି ଗୁଜବ ସୃଷ୍ଟି ହେବାରୁ ଲୋକେ ଘର ଭିତରକୁ ଯିବାକୁ ଅମଙ୍ଗ ହୋଇଥିଲେ। ତେବେ ଏହା ଗୁଜବ ବୋଲି ଜାଣିବା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri