Posted inଫୁରସତ

ବିଲେଇ ଛୁଆ ଉପରେ ଥିଲା ଛଞ୍ଚାଣର ନଜର, ଶିକାର କରିବାକୁ ଆସି…

 

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ବର୍ତ୍ତମାନ ପ୍ରାଣୀମାନଙ୍କର ଅନେକ ଭିଡିଓ ଭାଇରାଲ ହେଉଛି। ଭର୍ତ୍ତମାନ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି ଯେ, ଏକ ଛଞ୍ଚାଣ ଉପରୁ ବିଲେଇ ଛୁଆକୁ ଦେଖି ଶିକାର କରିବା ପାଇଁ ଡେଉଁଛି। ପରେ ସେ ବାରମ୍ବାର ଚେଷ୍ଟା କରୁଛି। ମାତ୍ର ବିଲେଇ ଛୁଆଟି କାର ଭିତରେ ସୁରକ୍ଷିତ ଅଛି। ପରେ ବିଲେଇ ଛୁଆଟି ଡରିଯାଇ କାରର ତଳକୁ ଯାଇ ଲୁଚିଗଲା ପରେ ଛଞ୍ଚାଣ ଉଡିଯାଇଛି। ଏହି ଭିଡିଓଟି ବର୍ତ୍ତମାନ ଇନ୍‌ଷ୍ଟାଗ୍ରାମରେ ଭାଇରାଲ ହେଉଛି।

 

View this post on Instagram

 

A post shared by Resumido.info (@resumidoinfo)


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri