ଟ୍ରେଣ୍ଡ୍‌ କରୁଛି ‘ବାଏ ବାଏ ପାଣ୍ଡିଆନ୍‌’, ‘ଓଡ଼ିଶା ଲଭ୍‌ସ ପାଣ୍ଡିଆନ୍‌’

ଭୁବନେଶ୍ୱର, ୧୯।୫ (ବନ୍ଦନା ସେଠୀ)୨୦୨୪ ସାଧାରଣ ନିର୍ବାଚନକୁ ନେଇ ଉଭୟ ବିଜେଡି ଏବଂ ଭାଜପା ନେତା ପରସ୍ପରକୁ ଦୋଷ ଲଦିବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବା ଭଳି ଆଚରଣ କରୁଛନ୍ତି। ଏପରି ସ୍ଥିତିରେ ଶନିବାର ଭାଜପା ପକ୍ଷରୁ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ସିଧାସଳଖ ଟାର୍ଗେଟ କରାଯାଇଛି। ଭାଜପା ଓଡ଼ିଶାର ‘ଏକ୍ସ’ ହ୍ୟାଣ୍ଡେଲ୍‌ରେ ‘ବାଏବାଏ ପାଣ୍ଡିଆନ୍‌’ ହ୍ୟାସ୍‌ଟ୍ୟାଗ୍‌ ସହ ଏକ ଡେମୋ ବିମାନ ଟିକେଟ୍‌ ଅପ୍‌ଲୋଡ୍‌ କରାଯାଇଛି। ଜୁନ୍‌ ୪ ସନ୍ଧ୍ୟା ୭ଟାରେ ଇକୋନୋମି କ୍ଲାସ୍‌ରେ ପାଣ୍ଡିଆନ ଭୁବନେଶ୍ୱରରୁ ଚେନ୍ନାଇ ଯିବା ପାଇଁ ଏହି ଟିକେଟ୍‌ କଟାଯାଇଥିବା ଦର୍ଶାଯାଇଛି, ଯାହା ଏବେ ସୋସିଆଲ୍‌ ମିଡିଆ ‘ଏକ୍ସ’ରେ ଟ୍ରେଣ୍ଡ୍‌ କରୁଥିବା ଦେଖାଯାଇଛି। ତେବେ ସୋସିଆଲ ମିଡିଆରେ ‘ବାଏବାଏ ପାଣ୍ଡିଆନ୍‌’ ଟ୍ରେଣ୍ଡିଂ କରିବା ପରେ ବିଜେଡି ପକ୍ଷରୁ ନୂଆ ହ୍ୟାସ୍‌ଟ୍ୟାଗ୍‌ ‘ଓଡ଼ିଶା ଲଭ୍‌ସ ପାଣ୍ଡିଆନ’ ଆରମ୍ଭ କରିଛି। ଏହା ମଧ୍ୟ ଟ୍ରେଣ୍ଡ୍‌ କରିବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri