ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ

ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଭିଜିଲାନ୍ସର ୨ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି ଏବଂ ୬ ଇନ୍ସପେକ୍ଟର ସାମିଲ ଅଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ ସମ୍ପତ୍ତି ନେଇ ସବିଶେଷ ତଥ୍ୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri