Posted inଫୁରସତ

 ପାଣି ରଖିବା ଡିସ୍‌ପେନସର ବିକ୍ରି ପାଇଁ ମହିଳା ପୋଷ୍ଟ ସୋସିଆଲ ମଡିଆରେ ପକାଇଲା  ଚହଳ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ଜଣେ ମହିଳାଙ୍କ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ବାସ୍ତବରେ ମହିଳା ଜଣକ ଏକ ପୁରୁଣା ଡିସପେନସର୍‌ ବିକ୍ରି କରବାକୁ ପୋଷ୍ଟ କରିଥିଲେ। ଏହାର ଦାମ୍‌ ଜାଣି ସୋସିଆଲ ମିଡିଆ ୟୁଜର୍ସ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। କିଛି ଲୋକ ଏହା ମଧ୍ୟ ପଚାରିଥିଲେ ଏହାର ସ୍ବତନ୍ତ୍ରତା କ’ଣ?
ମହିଳା ଜଣକ ଏକ ଡିସପେନସର୍‌ ସହିତ ଦୁଇଟି ପ୍ଲାଷ୍ଟିକ ପାଣି ପାତ୍ର ବିକ୍ରି ପାଇଁ  ଲେଖିଥିଲେ। ଏଥିପାଇଁ ସେ ଫେସବୁକରେ‘ଫ୍ଲାଟ ଏବଂ ଫ୍ଲାଟମେଟସ ବେଙ୍ଗାଲୁରୁ’ ଗ୍ରୁପ୍‌ରେ  ବିଜ୍ଞାପନ ଶେୟାର କରିଥିଲେ।
ମହିଳା ଜଣକ କ୍ୟାପଶନରେ ଲେଖିଛନ୍ତି, ଯେ ସେ ବେଙ୍ଗାଲୁରୁରୁ ବାହାରକୁ ଯାଉଛନ୍ତି, ଯେଉଁଥିପାଇଁ ଏହି ଜିନିଷ ବିକ୍ରି କରିବାକୁ ଚାହୁଁଛନ୍ତି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ସବୁକିଛି ଠିକ୍‌ ଥିଲା । ମାତ୍ର  ପୁରୁଣା ଜିନିଷ ପାଇଁ ମହିଳାଙ୍କ ଦ୍ୱାରା ଦିଆଯାଇଥିବା ମୂଲ୍ୟ ସୋସିଆଲ ମିଡିଆରେ ଚହଳ ପକାଇ ଦେଇଛି।  କାରଣ ଏହାର ମୂଲ୍ୟ ୪୧ ହଜାର ରହିଛି।
ବର୍ତ୍ତମାନ ଅନେକ ୱେବ୍‌ସାଇଟରେ  ସହଜରେ ପୁରୁଣା ଜିନିଷ ବିକ୍ରିହେଉଛି।  ଅନେକ ଲୋକ ଏହାର  ଅଧିକ ମୂଲ୍ୟ ସାଇଟରେ ପୋଷ୍ଟ କରନ୍ତି କାରଣ ସେମାନେ  ଯାଣନ୍ତି ଯେ, ଅନ୍ୟମାନେ ଏଥିରେ କଟାକଟି କରିବେ। ମାତ୍ର ଏହି ମୂଲ୍ୟ ଶୁଣି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri