ଶକ୍ତିଶାଳୀ ଭୂକମ୍ପ ଝଟ୍‌କାରେ ଥରିଲା ଇରାନ: ୪ ମୃତ, ୧୨୦ ଆହତ

ତେହରାନ,୧୮।୬: ଶକ୍ତିଶାଳୀ ଭୂକମ୍ପ ଝଟ୍‌କାରେ ଥରିଲା ଇରାନ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୯ ରହିଥିଲା। ତେବେ ରଜାଭି ଖୋରାସାନ ପ୍ରଦେଶର କଶ୍ମୀର କାଉଣ୍ଟିଂରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଅତିକମ୍‌ରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ୫ ଟିମ୍‌ ସହ ସନ୍ଧାନୀ କୁକୁରମାନଙ୍କୁ ପଠାଯାଇଛି। ଏହାଛଡ଼ା ୬୦୦୦ କ୍ଷମତା ବିଶିଷ୍ଟ ଜରୁରୀକାଳୀନ ଆଶ୍ରୟସ୍ଥଳ ମଧ୍ୟ ନିର୍ମାଣ କରାଯାଉଛି।

ଗଣମାଧ୍ୟମ ରିପୋର୍ଟ ମୁତାବକ, ଭୂକମ୍ପ ପରେ ୩୫ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭୂକମ୍ପ ଯୋଗୁ ସହରର କିଛି କୋଠା ସହ ରାସ୍ତା ଘାଟ କ୍ଷତିଗ୍ରସ୍ତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଡାକ୍ତରଖାନାରେ ପଠାଉଛି। ଏଣୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?