ଟ୍ରେଣ୍ଡ୍‌ସର ଏଣ୍ଡ ଅଫ୍‌ ଦି ସିଜନ ସେଲ୍‌

ମୁମ୍ବାଇ,୧୭।୧୨ (ଅଭୟ ଦାଶ): ରିଲାଏନ୍ସ ଗ୍ରୁପର ପ୍ରମୁଖ ସଂସ୍ଥା ତଥା ରିଲାଏନ୍ସ ରିଟେଲର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଟ୍ରେଣ୍ଡସର ବହୁ ପ୍ରତୀକ୍ଷିତ ‘ଏଣ୍ଡ ଅଫ୍‌ ଦି ସିଜନ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ ଉପରେ ଆକର୍ଷଣୀୟ ରିହାତି ଅଫର ମଧ୍ୟ ଆରମ୍ଭ ହୋଇଯାଇଛି। ସେହିଭଳି ଏହି ଅଫର ଅବଧି ମଧ୍ୟରେ କ୍ରୟ କରାଯାଉଥିବା ଟ୍ରେଣ୍ଡ୍‌ସର ଆକର୍ଷଣୀୟ ଉତ୍ପାଦ ଉପରେ ୭୦% ପର୍ଯ୍ୟନ୍ତ ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ଏହି ସେଲ ଉଭୟ ପୁରୁଷ ଓ ମହିଳାଙ୍କ ସମେତ ଛୋଟପିଲାଙ୍କ ପୋଷାକ ଓ ଅନ୍ୟାନ୍ୟ ଆସେସରିଜ ସାମଗ୍ରୀ ଉପରେ ମଧ୍ୟ ଉପଲବ୍ଧ।
ଅପରପକ୍ଷରେ ଟ୍ରେଣ୍ଡସ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ୨ ସହର ଏବଂ ଏହା ବାହାରେ ଭାରତର ଉପଭୋକ୍ତା ମାନଙ୍କ ସହ ଏହାର ପହଞ୍ଚ ଏବଂ ସଂଯୋଗକୁ ସୁଦୃଢ଼ କରିଛି। ଏପରିକି ଟ୍ରେଣ୍ଡସ ପ୍ରକୃତରେ ଭାରତରେ ଫ୍ୟାଶନକୁ ଗଣତାନ୍ତ୍ରିକ କରୁଛି ଏବଂ ଏହା ଭାରତର ଫ୍ୟାଶନ ସପିଂ ଗନ୍ତବ୍ୟ ସ୍ଥଳ ପାଲଟିଛି।
ଟ୍ରେଣ୍ଡସ ଷ୍ଟୋରରେ ଆଧୁନିକ ଲୁକ୍‌ ଏବଂ ପରିବେଶ ରହିଛି, ଯେଉଁଥିରେ ଉତ୍ତମ ଗୁଣବତ୍ତା ଏବଂ ଫ୍ୟାଶନ ସାମଗ୍ରୀର ଏକ ଆକର୍ଷଣୀୟ ପରିସର ରହିଛି। ଯାହା ଏହି ଅଞ୍ଚଳର ଉପଭୋକ୍ତାମାନଙ୍କ ପାଇଁ ପ୍ରାସଙ୍ଗିକ ଏବଂ ସୁଲଭ ମୂଲ୍ୟରେ ଏବଂ ଟଙ୍କା ପାଇ ଁଉଚ୍ଚ ମୂଲ୍ୟ ଭାବେ ଦେଖାଯାଏ। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ଓମେନ୍ସ ୱୟାର, ମେନ୍ସ ୱୟାର, କିଡ୍ସ ୱୟାର ଏବଂ ଫ୍ୟାସନ ଆସେସରିଜକୁ ଆନନ୍ଦଦାୟକ ମୂଲ୍ୟରେ କିଣିବାର ଏକ ଅନନ୍ୟ ଏବଂ ଉତ୍କୃଷ୍ଟ ଅନୁଭୂତି ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri