କେସିଙ୍ଗାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟଲେଟ

ନୂଆଦିଲ୍ଲୀ,୩୦।୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଟ୍ରେଣ୍ଡ୍‌ସର ନୂତନ ଏକ୍ସକ୍ଲୁସିଭ ଆଉଟଲେଟର ଶୁଭାରମ୍ଭ କରାଯାଇଛି। ବିଶେଷକରି ୪୩୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପରିବ୍ୟାପ୍ତ ଏହି ଷ୍ଟୋର୍‌ରେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ଗ୍ରାହକ ପାଇପାରିବେ।

ସେହିଭଳି ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ ରହିଛି, ଯେପରିକି ୩୯୯୯ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ ୩୯୯୯ ଟଙ୍କାର କିଣାକିଣି ଉପରେ ଟ୍ରେଣ୍ଡ୍‌ସର ଗ୍ରାହକମାନେ ୨୦୦୦ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିପରି ଉକ୍ତ ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ଉଭୟ କେସିଙ୍ଗା ସହର ଓ ସ୍ଥାନୀୟ ଗ୍ରାହକମାନଙ୍କୁ ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଏବଂ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏପରିକି କେସିଙ୍ଗା ସହର ତଥା ଏହା ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନଙ୍କ ପାଇଁ ଏହା ଏକ ଫ୍ୟାଶନ ଡେଷ୍ଟିନେଶନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri