ମାଲକାନଗିରିରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୨: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀ ଓଡ଼ିଶା ବଜାରର ମାଲକାନଗିରି ସହରଠାରେ ଉକ୍ତ ଆଉଟ୍‌ଲେଟ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷକରି ୧୩,୦୦୦ ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ ଏହି ନବନିର୍ମିତ ଅତ୍ୟାଧୁନିକ ଷ୍ଟୋରରେ ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ। ସେହିଭଳି ଉକ୍ତ ଷ୍ଟୋରର ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ଯେପରିକି ୩୯୯୯ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ଅପରପକ୍ଷରେ ମାଲକାନଗିରି ସହର ତଥା ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ଏହାର ଫାଇଦା ଉଠାଇବାକୁ ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri