ଦିଗପହଣ୍ଡିରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୮।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଗଞ୍ଜାମ ଜିଲାର ଦିଗପହଣ୍ଡି ସହରରେ ଶୁଭାରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ଯେ ୫୨୦୦ ବର୍ଗଫୁଟ ପରିମିତ ସ୍ଥାନରେ ନବନିର୍ମିତ ଏହି ଷ୍ଟୋରରେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣିର ଅନୁଭୂତି ସହିତ ପାଇପାରିବେ। ଏପରିକି ଷ୍ଟୋର୍‌ର ସ୍ବତନ୍ତ୍ର ଉଦଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ମଧ୍ୟ ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ୍‌ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ବିଶେଷ କରି ଦିଗପହଣ୍ଡି ସହରରେ ଏହି ଅତ୍ୟାଧୁନିକ ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ସହ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ସେହିଭଳି ଦିଗପହଣ୍ଡି ସହର ତଥା ଏହା ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ଏହାର ଫାଇଦା ଉଠାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ସେହିପରି ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତରେ ଗ୍ରାହକଙ୍କ ସମ୍ପର୍କ ସୁଦୃଢ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri