ଭଞ୍ଜନଗର ସହରରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧।୯: ଗଞ୍ଜାମ ଜିଲାର ଭଞ୍ଜନଗର ସହରରେ ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହୋଇଯାଇଛି। ଏହା ଜରିଆରେ କମ୍ପାନୀ ଗ୍ରାହକଙ୍କ ସମ୍ପର୍କ ସୁଦୃଢ଼ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭକରି ଟିୟର-୧,ଟିୟର-୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚତ୍ବା ସହ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଙ୍ଗ୍‌ ଡେଷ୍ଟିନେଶନ ପାଲଟିଛି। ବିଶେଷକରି ୫୨୭୧ ବର୍ଗଫୁଟ ପରିମିତ ଜମିରେ ଗଢ଼ି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋର ହେଉଛି ଭଞ୍ଜନଗର ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର, ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟ ସହ ସ୍ବତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ୩୪୯୯ ଟଙ୍କାର କିଣାକିଣି କରି ୧୯୯ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୧୫୦୦ ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଅଧିଗ୍ରହଣ ବ୍ୟବସାୟର ଅଭିବୃଦ୍ଧି ଘଟାଇବ’

ନୂଆଦିଲ୍ଲୀ,୩।୩:ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ସିଟି ବ୍ୟାଙ୍କ ଇଣ୍ଡିଆର କଞ୍ଜ୍ୟୁମର ବ୍ୟବସାୟର ଅଧିଗ୍ରହଣ ପ୍ରକ୍ରିୟା ସମାପନ କରାଯାଇଛି। ବିଶେଷକରି ସିସିଆଇ ଅନୁମୋଦନ ମିଳିବାର ୭ ମାସ ମଧ୍ୟରେ...

ରାଉରକେଲା ବଜାରରେ ହ୍ୟୁଣ୍ଡାଇ ଏକ୍ସଟର

ରାଉରକେଲା,୧୧।୭(ଦିନେଶ ମିଶ୍ର): ରାଉରକେଲା ବେଦବ୍ୟାସ ସ୍ଥିତ କୋସଲା ହ୍ୟୁଣ୍ଡାଇ ଶୋ’ ରୁମ୍‌ ପରିସରରେ ହ୍ୟୁଣ୍ଡାଇ ଏକ୍ସଟର ଅନାବରଣ ଉତ୍ସବ କୋସଲା ହ୍ୟୁଣ୍ଡାଇ ନିର୍ଦ୍ଦେଶକ ପଦ୍ମନୀ ପାଣିଗ୍ରାହୀଙ୍କ...

ନାଲ୍‌କୋକୁ ଶ୍ରେଷ୍ଠ ନବରତ୍ନ ଉଦ୍ୟୋଗ ସମ୍ମାନ

ଭୁବନେଶ୍ୱର,୧୫-୬: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲ୍‌କେ) ଶ୍ରେଷ୍ଠ ନବରତ୍ନ ଉଦ୍ୟୋଗ ସମ୍ମାନ ଲାଭ କରିଛି। ପ୍ରମୁଖ ଇକ୍ୱିଟି ଇନଭେଷ୍ଟମେଣ୍ଟ ପତ୍ରିକା ଦଲାଲ ଷ୍ଟ୍ରିଟ ଜର୍ଣ୍ଣାଲ...

ମେଟା ପକ୍ଷରୁ ନୋ-କଷ୍ଟ ଇଏମ୍‌ଆଇର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୯: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ସାଇଟ୍‌ ମେଟାର ‘ଗ୍ରୋ ୟୋର୍‌ ବିଜ୍‌ନେସ୍‌’ ସମ୍ମିଳନୀର ୨ୟ ସଂସ୍କରଣ ନିକଟରେ ଆୟୋଜିତ ହୋଇଯାଇଛି। ବିଶେଷ କରି ୱର୍କିଙ୍ଗ...

ସେବି ଅଧ୍ୟକ୍ଷ ଅଜୟ ତ୍ୟାଗୀଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୬।୮: ବଜାର ନିୟନ୍ତ୍ରକ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିବା ଅଜୟ ତ୍ୟାଗୀଙ୍କ କାର୍ଯ୍ୟକାଳକୁ ୧୮ ମାସ ବଢ଼ାଯାଇଛି। ସେ...

ପେଟ୍ରୋଲ ୨୨, ଡିଜେଲ ୨୬ ପଇସା ହ୍ରାସ

ଭୁବନେଶ୍ୱର,୩୧।୩: ଗୋଟିଏ ସପ୍ତାହ ମଧ୍ୟରେ ଲଗାତର ତୃତୀୟ ଥର ଲାଗି ତେଲ ଦର ହ୍ରାସ ହୋଇଛି। ମଙ୍ଗଳବାର ପେଟ୍ରୋଲ ୨୨ ପଇସା ଏବଂ ଡିଜେଲ ଦର...

୯.୬% ଖସିବ ଜିଡିପି

ନୂଆଦିଲ୍ଲୀ: ୨୦୨୦-୨୧ରେ ଭାରତର ଜିଡିପି ୯.୬% ଖସିବା ନେଇ ବିଶ୍ୱବ୍ୟାଙ୍କ ପରିବର୍ତ୍ତିତ ଆକଳନରେ କହିଛି। ଜିଡିପି ୩.୨% ଖସିବ ବୋଲି ଏହା ପୂର୍ବରୁ ଆକଳନ କରିଥିଲା।...

ଏମ୍‌ଏସ୍‌ଏମ୍‌ଇକୁ ୧.୧୮ ଲକ୍ଷ କୋଟିର ସହାୟତା

ନୂଆଦିଲ୍ଲୀ, ୧୪।୯: ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ (ଇସିଏଲଜିଏସ୍‌)ରେ ଦେଶର ୨୫ ଲକ୍ଷ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକୁ ୧.୧୮ ଲକ୍ଷ କୋଟି...

Advertisement
Archives

Model This Week