ଚାନ୍ଦବାଲି ସହରରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୧।୮: ରିଲାଏନ୍ସ ରିଟେଲର ପୋଷାକ ଏବଂ ଆସେସୋରିଜ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଏକକ୍ଲୁସିଭ ଷ୍ଟୋର ଭଦ୍ରକ ଜିଲା ଅନ୍ତର୍ଗତ ଚାନ୍ଦବାଲି ସହରରେ ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଚାନ୍ଦବାଲି ସହରରେ ଟ୍ରେଣ୍ଡ୍‌ସର ଏହା ପ୍ରଥମ ଷ୍ଟୋର ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ସେହିଭଳି ୫୫୦୦ ବର୍ଗଫୁଟ ପରିମିତ ଏହି ଆକର୍ଷଣୀୟ ଷ୍ଟୋର ଆଧୁନିକତାର ସ୍ପର୍ଶ ସହ ଗ୍ରାହକଙ୍କ ପାଇଁ ମନଲୋଭା ପରିବେଶ ବି ରହିଛି।

ଚାନ୍ଦବାଲି ସହରରେ ଟ୍ରେଣ୍ଡ୍‌ସର ଏହା ପ୍ରଥମ ଷ୍ଟୋର ହୋଇଥିବାର ଶ୍ରେଷ୍ଠ ଫ୍ୟାଶନ ଓ ସୁଲଭ ମୂଲ୍ୟ ସହ ପ୍ରାରମ୍ଭିକ ଅଫର ଭାବେ ଗ୍ରାହକମାନଙ୍କ ପାଇଁ ଅନେକ ଆକର୍ଷଣୀୟ ଅଫର ରହିଛି। କେତେକ ନିର୍ଦ୍ଦିଷ୍ଟ ସାମଗ୍ରୀ ବର୍ଗରେ ୩୪୯୯ ଟଙ୍କାର ସାମଗ୍ରୀ କିଣିଲେ ଆଉ ୩୪୯୯ ଟଙ୍କା ମୂଲ୍ୟର ସାମଗ୍ରୀ ମାଗଣା ପାଇପାରିବେ। କେବଳ ସେତିକି ନୁହେଁ, ୨୯୯୯ ଟଙ୍କାର କ୍ରୟ ଉପରେ ୩୦୦୦ଟଙ୍କା ମୂଲ୍ୟର ରିହାତି କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲାକ୍ସୋ ଫୁଟ୍‌ୱେର୍ସର ନୂତନ ଟିଭିସି

ନୂଆଦିଲ୍ଲୀ,୨୬।୪: ଦେଶର ପ୍ରମୁଖ ଫୁଟ୍‌ଓ୍ବେର କମ୍ପାନୀ ରିଲାକ୍ସୋ ଫୁଟୱେର୍ସ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ଫ୍ଲାଇଟ୍‌ର ନୂତନ ଟିଭିସି ‘ସର ଉଠା କଦମ ବଢ଼ା’ର ଶୁଭାରମ୍ଭ କରାଯାଇଛି।...

ପୁଞ୍ଜି ବଜାରର ପ୍ରତିକ୍ରିୟା ଆଶ୍ଚର୍ଯ୍ୟ କରିଛି: ରାଜୀବ କୁମାର

ମୁମ୍ବାଇ,୩-୨: ବଜେଟକୁ ପୁଞ୍ଜି ବଜାରର ପ୍ରତିକ୍ରିୟା ନେଇ ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବଜେଟ...

ଓଡ଼ିଶାରେ ୧ଲକ୍ଷ ଟପିଲା ଜିଓ ଫାଇବର ଗ୍ରାହକ

ଭୁବନେଶ୍ୱର,୨୨।୨ ରିଲାଏନ୍ସ ଜିଓର ଅଲ୍‌ଟ୍ରା ହାଇ-ସ୍ପିଡ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ‘ଜିଓ ଫାଇବର’ର ଗ୍ରାହକ ସଂଖ୍ୟା ୨୦୨୧ ଡିସେମ୍ବର ଶେଷ ସୁଦ୍ଧା ଓଡ଼ିଶାରେ ୧ ଲକ୍ଷ ଅତିକ୍ରମ...

ଡିସେମ୍ବର ୧୦ରେ ବ୍ୟାଙ୍କ ମିଶ୍ରଣ ବିରୋଧରେ ଧର୍ମଘଟ

ନୂଆଦିଲ୍ଲୀ,୨୨-୧୧: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବିଭିନ୍ନ ବ୍ୟାଙ୍କର କର୍ମଚାରୀମାନେ ଡିସେମ୍ବର ୧୦ରେ ପାର୍ଲାମେଣ୍ଟ ସାମ୍ନାରେ ଧାରଣା ଦେବେ। ସରକାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ...

ଅନ୍‌ଲାଇନ୍‌ରେ ଟ୍ରେନ୍‌ ଟିକଟ ବିକ୍ରି ଆରମ୍ଭ: ଅଢ଼େଇ ଘଣ୍ଟା ମଧ୍ୟରେ ୪ ଲକ୍ଷରୁ ଅଧିକ ବୁକିଂ

ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଜୁନ୍‌...

ଜିଏସ୍‌ଟି ସଂଗ୍ରହ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ

ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ପରିମାଣ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ ଘଟିଛି। ଜିଏସ୍‌ଟି ସଂଗ୍ରହ ୧୯ ମାସର ସର୍ବନିମ୍ନ ସ୍ତରକୁ...

ଜୁଲାଇରେ ଜିଏସ୍‌ଟି ଆଦାୟ ୮୭,୪୨୨ କୋଟିକୁ ହ୍ରାସ

ନୂଆଦିଲ୍ଲୀ,୨।୮: ଜୁଲାଇ ମାସରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦକୁ କେନ୍ଦ୍ର ସରକାର ୮୭,୪୨୨ କୋଟି ଟଙ୍କା ସଂଗ୍ରହ କରିଛନ୍ତି। ଜୁନ୍‌ ମାସରେ ୯୦,୯୧୭...

‘ଦୁଗ୍ଧଚାଷୀଙ୍କ ସ୍ବାର୍ଥକୁ ଗୁରୁତ୍ୱାରୋପ’

ଭୁବନେଶ୍ୱର,୨୬।୩: ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦନ ମହାସଂଘ ଲିମିଟେଡ୍‌ ବା ଓମ୍‌ଫେଡ୍‌ର ୧୦୭ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଶୁକ୍ରବାର ଓମ୍‌ଫେଡ୍‌ର ଶହୀଦନଗରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ...

Advertisement
Archives

Model This Week