ଖାରବେଳନଗରରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୪।୧୦: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଆଉଟଲେଟ ଓଡ଼ିଶା ବଜାରରେ ଉଦଘାଟିତ ହୋଇଯାଇଛି। ସୋମବାର ସ୍ଥାନୀୟ ଖାରବେଳ ନଗର (ଜନପଥ) ଠାରେ ଟ୍ରେଣ୍ଡସର ନୂଆ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ବିଶେଷ କରି ୯,୫୮୭ ବର୍ଗ ଫୁଟ ପରିମିତ ଜାଗାରେ ଗଢି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ ରହିଛି। ଯେ ପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। ଏଠାରେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସ୍ଥାନୀୟ ଗ୍ରାହକ ଓ ରାଜ୍ୟବାସୀ ପାଇପାରିବେ। ଉଲ୍ଲେଖଯୋଗ୍ୟ ଯେ ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି। ଏହା ବର୍ତ୍ତମାନ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ସପିଙ୍ଗ ଡେଷ୍ଟିନେଶନ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri