ନୂଆପଡ଼ାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୫।୨: ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନୂଆପଡା ଜିଲାର ପ୍ରମୁଖ ବଜାର ନୂଆପଡା ଟାଉନଠାରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ସେହିଭଳି ୭୧୯୨ ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ ଏହି ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍‌ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିପରି ଉକ୍ତ ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ନୂଆପଡା ସହରବାସୀଙ୍କ ସମେତ ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନଙ୍କ ଲାଗି ଉଚ୍ଚମାନର ଉତ୍ପାଦ ଓ ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜର ସମ୍ଭାର ସୁଲଭ ମୂଲ୍ୟରେ ଯୋଗାଇ ଦେଉଛି। ଏପରିକି ଏହାର ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ପାଇପାରିବେ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri