ନୟାଗଡ଼ ସହରରେ ‘ଟ୍ରେଣ୍ଡ୍‌ସ ମ୍ୟାନ୍‌’

ଭୁବନେଶ୍ୱର,୧୨।୧୨: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍‌ ‘ଟ୍ରେଣ୍ଡସ’ର ପୁରୁଷ ବର୍ଗଙ୍କ ସ୍ବତନ୍ତ୍ର ଷ୍ଟୋର ‘ଟ୍ରେଣ୍ଡ୍‌ସ ମ୍ୟାନ୍‌’ ପକ୍ଷରୁ ନୟାଗଡ଼ ସହରରେ ପ୍ରଥମ ତଥା ନୂଆ ଟ୍ରେଣ୍ଡସ ମ୍ୟାନ୍‌ ଷ୍ଟୋର୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୧୭୪୦ବର୍ଗଫୁଟ ପରିମିତ ସ୍ଥାନରେ ନିର୍ମିତ ଏହି ସ୍ବତନ୍ତ୍ର ମ୍ୟାନ୍‌ ଷ୍ଟୋର ଗ୍ରାହକଙ୍କୁ ଉଚ୍ଚମାନର ଫ୍ୟାଶନ ଚମତ୍କାର ମୂଲ୍ୟରେ ପ୍ରଦାନ କରିବ ବୋଲି ଜଣାପଡିଛି। ସେହିଭଳି ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ଜରିଆରେ ଗ୍ରାହକଙ୍କୁ କେତେକ ବଛାବଛା ସାମଗ୍ରୀ ୨୯୯୯ ଟଙ୍କାର ସପିଂ କରି ୧୦୦୦ ଟଙ୍କା ମୂଲ୍ୟର ସାମଗ୍ରୀ ସମ୍ପୂର୍ଣ୍ଣ ମାଗଣାରେ ପ୍ରଦାନ କରାଯାଉଛି।

କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ଟଙ୍କାର କିଣାକିଣି କରି ଗ୍ରାହକମାନେ ୧୫୦୦ ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିପରି ଟ୍ରେଣ୍ଡ୍‌ସ ମ୍ୟାନ୍‌ ପୁରୁଷ ଲୋକଙ୍କ ପ୍ରିୟ ଫ୍ୟାଶନ୍‌ ସପିଂ ସ୍ଥାନରେ ପରିଣତ ହୋଇଛି। ନୟାଗଡ଼ରେ ଟ୍ରେଣ୍ଡ୍‌ସ ମ୍ୟାନ ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ସହ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ନୟାଗଡ଼ ସହରର ଗ୍ରାହକମାନେ ଏଠାରୁ ଟ୍ରେଣ୍ଡି ମେନ୍ସ ୱିୟର ଅତି ସ୍ବତନ୍ତ୍ର ମୂଲ୍ୟରେ କିଣିବା ସହିତ କିଣାକିଣିର ଚମତ୍କାର ଅନୁଭୂତି ମଧ୍ୟ ପାଇପାରିବେ। ଏଠାରେ କେବଳ ପୁରୁଷ ଫ୍ୟାଶନ ସାମଗ୍ରୀ ଉପଲବ୍ଧ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?