ନିମାପଡା ସହରରେ ଟ୍ରେଣ୍ଡସ’ର ନୂଆ ଆଉଟଲେଟ ଉଦଘାଟିତ

ଭୁବନେଶ୍ୱର,୮ା୩ : ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ’ର ନୂତନ ଆଉଟ୍‌ଲେଟ ନିକଟରେ ପୁରୀ ଜିଲାର ନିମାପଡା ସହରରେ ଶୁଭାରମ୍ଭ ହୋଇଯାଇଛି। ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ପାସନ ଦୁନିଆରେ ପରିଣତ କରିପାରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ ସହ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର-୧, ଟିୟର-୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚତ୍ପାରିଛି। ବର୍ତ୍ତମାନ ଏହା ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେଶନ ପାଲଟିଛି।
ନିମାପଡା ଟାଉନର ୭୦୦୦ ବର୍ଗଫୁଟର ଏହି ଷ୍ଟୋର ଏକ ମଡର୍ନ ଲୁକ୍‌ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ପୋଷାକ ସାଙ୍ଗକୁ ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟରେ ଉପଲବ୍ଧ କରାଉଛି। ସେହିପରି ନିମାପଡା ଓ ଏହାର ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକ ଏବେ ଟ୍ରେଣ୍ଡି ୱିମେନ ଓ୍ବେର, ମେନ୍ସ ଓ୍ବେର, କିଡ୍‌ସ ଓ୍ବେର ଏବଂ ଫ୍ୟାଶନ ଆସେସୋରିଜ ଅତି ସୁଲଭ ମୂଲ୍ୟରେ କ୍ରୟ କରିବା ସହ ଏକ ଅଲଗା ଦୁନିଆର ଅନୁଭୂତି ପାଇବାର ଆଶା ରଖିପାରିବେ। ନିମାପଡା ସହରର ଏହା ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର, ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ବତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩,୪୯୯ ଟଙ୍କାର କିଣାକିଣି କରି ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାରର ଲାଭ ଉଠାଇ ପାରିବେ। ସେହିଭଳି ୨,୯୯୯ ଟଙ୍କାର କିଣାକିଣି ଉପରେ ୩୦୦୦ ଟଙ୍କା ମୂଲ୍ୟର ଏକ କୁପନ୍‌ ସମ୍ପୂର୍ଣ୍ଣ ମାଗଣାରେ ମଧ୍ୟ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?