ରାଉରକେଲାରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର

ଭୁବନେଶ୍ୱର,୧୧ା୩: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଇଛି। ଏପରିକି ରାଉରକେଲା ସହର ନିକଟସ୍ଥ ପ୍ଲୁଟୋନ ମଲ୍‌ଠାରେ ଉକ୍ତ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ୭୦୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପରିବ୍ୟାପ୍ତ ଉକ୍ତ ଷ୍ଟୋରରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିଭଳି ସ୍ଥାନୀୟ ଗ୍ରାହକମାନଙ୍କ ପାଇଁ ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜର ବ୍ୟାପକ ସମ୍ଭାର ସହ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏପରିକି ସହର ତଥା ସହର ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ପାଇପାରିବେ।
ଉଲ୍ଲେଖଯୋଗ୍ୟ, ରାଉରକେଲା ସହରରେ ଟ୍ରେଣ୍ଡ୍‌ସର ଏହା ୩ୟ ଷ୍ଟୋର ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri