Posted inଖେଳ

୩୫୦ ବଲ୍‌ ଖେଳି ସବୁଠାରୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୩।୧: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ କିଛି ଖେଳାଳି ବହୁତ ଧିର ଖେଳନ୍ତି। ସେଭଳି କିଛି ଖେଳାଳି ଅଛନ୍ତି ଯେଉଁମାନେ ଧିର ୫୦ ରନ୍‌ କରିଛନ୍ତି।

କ୍ରିକେଟ ଇତିହାସରେ ସବୁଠାରୁ ଧିର ଅର୍ଦ୍ଧଶତକ ମାରିବାର ରେକର୍ଡ ଇଂଲଣ୍ଡର ପୂର୍ବ ଖେଳାଳି ଟ୍ରେବର ବେଲିଙ୍କ ନାମରେ ରହିଛି। ୧୯୫୮-୫୯ରେ ଅଷ୍ଟ୍ରେଲିଆ ଗସ୍ତରେ ଥିବା ବେଳେ ଉଭୟ ଟିମ୍‌ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ବେଲି ୩୫୦ ବଲ୍‌ ଖେଳି ୫୦ ରନ୍‌ କରିଥିଲେ। ଏଥିପାଇଁ ତାଙ୍କୁ ୩୫୭ ମିନିଟ୍‌ ସମୟ ଲାଗିଥିଲା। ଉକ୍ତ ମ୍ୟାଚ୍‌ର ଦ୍ୱିତୀୟ ପାଳିରେ ମୋଟ ୬୮ ରନ୍‌ କରି ଆଉଟ୍‌ ହୋଇଥିଲେ ବେଲି। ୪୨୭ଟି ବଲ୍‌ରେ ସେ ଏହା କରିଥିଲେ।

ଭାରତର ବ୍ୟାଟ୍ସମ୍ୟାନ୍‌ଙ୍କ ବିଷୟରେ ଯଦି କଥାହେବା ତେବେ ସୁନିଲ ଗାଭାସ୍କର ସବୁଠାରୁ ଧିର ଅର୍ଦ୍ଧଶତକ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ୫୧ ରନ୍‌ କରିଥିଲେ। ୩୨୬ ମିନିଟ୍‌ ଖେଳି ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ ସେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ପାଇଁ ଗୌରବ ଆଣିଲେ ଅଭିନେତା ଆର୍‌. ମାଧବନଙ୍କ ପୁଅ

ନୂଆଦିଲ୍ଲୀ,୧୭।୪: ଅଭିନେତା ଆର୍‌. ମାଧବନଙ୍କ ପୁଅ ବେଦାନ୍ତ ମାଧବନ ଅନ୍ତର୍ଜାତୀୟସ୍ତରରେ ଭାରତ ପାଇଁ ଗୌରବ ଆଣିଛନ୍ତି। ଶୁକ୍ରବାର ସେ ଡେନିଶ୍‌ ଓପନ ସନ୍ତରଣ ପ୍ରତିଯୋଗିତାର ପୁରୁଷ...

ଲଜ୍ଜାଜନକ ରେକର୍ଡ ହାସଲ କଲା ଇଂଲଣ୍ଡ: ୧୪୪ ବର୍ଷ ଟେଷ୍ଟ ଇତିହାସରେ ଦ୍ୱିତୀୟଥର ଘଟିଲା ଏମିତି

ମେଲବୋର୍ନ,୨୮।୧୨: ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ଦଳ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରିଛି । ଜୋ...

ଭାରତୀୟ କ୍ରିକେଟ ଦଳର ସଙ୍କଟମୋଚକ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ଭେରି ଭେରି ସ୍ପେଶାଲ ବ୍ୟାଟ୍ସମ୍ୟାନ୍‌ ଭିଭିଏସ୍‌ ଲକ୍ଷ୍ମଣ ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ମସିହା ନଭେମ୍ବର ୧ ତାରିଖରେ...

ଜାଡେଜାଙ୍କୁ ଅଧିନାୟକ କରିବା ଧୋନୀଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ଭାର ରବୀନ୍ଦ୍ର ଜାଡେଜାଙ୍କୁ ହସ୍ତାନ୍ତର କରିଛନ୍ତି ମହେନ୍ଦ୍ର ସିଂ ଧୋନୀ। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ ପକ୍ଷରୁ...

ଜାଡେଜାଙ୍କୁ ‘ସାର୍‌ ଜାଡେଜା’ ଡାକିବାରୁ ମିଳିଲା ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ (ଆଇପିଏଲ ୨୦୨୧)ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସର ସୁପରଷ୍ଟାର ରବିନ୍ଦ୍ର ଜାଡେଜା...

ଫିଟ୍‌ ଇଣ୍ଡିଆ ଅଭିଯାନରେ ଅଂଶଗ୍ରହଣ କରିଛନ୍ତି ୧୦ କୋଟି

ନୂଆଦିଲ୍ଲୀ,୩।୧୦(ପି.ଟି.): ଏପର୍ଯ୍ୟନ୍ତ ୧୦ କୋଟିରୁ ଊର୍ଦ୍ଧ୍ୱ ଲୋକ ‘ଫିଟ୍‌ ଇଣ୍ଡିଆ’ ଅଭିଯାନରେ ସାମିଲ ହୋଇଛନ୍ତି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଦେଶବାସୀଙ୍କ ଶାରୀରିକ...

ଦ୍ୱିତୀୟ ଦିନିକିଆ: ଭାରତୀୟ ମହିଳାଙ୍କ ସହଜ ବିଜୟ

ଲକ୍ଷ୍ନୌ,୧୦।୩(ପି.ଟି.): ଅଭିଜ୍ଞ ମହିଳା ଦ୍ରୁତ ବୋଲର ଝୁଲଣ ଗୋସ୍ବାମୀଙ୍କ ୪ ଉଇକେଟ ସଫଳତା ପରେ ସ୍ମୃତି ମାନ୍ଧନା ଓ ପୁନମ ରାଉତଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି...

ଓଡ଼ିଶାର ୪ ଖେଳାଳି ସାମିଲ

ନୂଆଦିଲ୍ଲୀ, ୧୧।୫ : ଆସନ୍ତା ଜୁନ୍‌ ୨ରୁ ଜାପାନର କାକାମିଗାହରାଠାରେ ଏସିଆ କପ୍‌ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଆରମ୍ଭ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା...

Advertisement
Archives

Model This Week