Posted inଖେଳ

୩୫୦ ବଲ୍‌ ଖେଳି ସବୁଠାରୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୧୩।୧: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ କିଛି ଖେଳାଳି ବହୁତ ଧିର ଖେଳନ୍ତି। ସେଭଳି କିଛି ଖେଳାଳି ଅଛନ୍ତି ଯେଉଁମାନେ ଧିର ୫୦ ରନ୍‌ କରିଛନ୍ତି।

କ୍ରିକେଟ ଇତିହାସରେ ସବୁଠାରୁ ଧିର ଅର୍ଦ୍ଧଶତକ ମାରିବାର ରେକର୍ଡ ଇଂଲଣ୍ଡର ପୂର୍ବ ଖେଳାଳି ଟ୍ରେବର ବେଲିଙ୍କ ନାମରେ ରହିଛି। ୧୯୫୮-୫୯ରେ ଅଷ୍ଟ୍ରେଲିଆ ଗସ୍ତରେ ଥିବା ବେଳେ ଉଭୟ ଟିମ୍‌ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ବେଲି ୩୫୦ ବଲ୍‌ ଖେଳି ୫୦ ରନ୍‌ କରିଥିଲେ। ଏଥିପାଇଁ ତାଙ୍କୁ ୩୫୭ ମିନିଟ୍‌ ସମୟ ଲାଗିଥିଲା। ଉକ୍ତ ମ୍ୟାଚ୍‌ର ଦ୍ୱିତୀୟ ପାଳିରେ ମୋଟ ୬୮ ରନ୍‌ କରି ଆଉଟ୍‌ ହୋଇଥିଲେ ବେଲି। ୪୨୭ଟି ବଲ୍‌ରେ ସେ ଏହା କରିଥିଲେ।

ଭାରତର ବ୍ୟାଟ୍ସମ୍ୟାନ୍‌ଙ୍କ ବିଷୟରେ ଯଦି କଥାହେବା ତେବେ ସୁନିଲ ଗାଭାସ୍କର ସବୁଠାରୁ ଧିର ଅର୍ଦ୍ଧଶତକ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ୫୧ ରନ୍‌ କରିଥିଲେ। ୩୨୬ ମିନିଟ୍‌ ଖେଳି ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ ସେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ୍‌ରୁ ଆଣ୍ଡରସନ ବାଦ୍‌

ଡର୍ବି, ୧।୯ (ଏଏଫ୍‌ପି)- ଇଂଲଣ୍ଡର ଅଗ୍ରଣୀ ଉଇକେଟ୍‌ ହାସଲକାରୀ ବୋଲର ଜେମ୍ସ ଆଣ୍ଡରସନ ଅଷ୍ଟ୍ରେଲିଆ ବିପକ୍ଷ ଚଳିତ ଆଶେସ ସିରିଜର ବଳକା ଟେଷ୍ଟ ମ୍ୟାଚ୍‌ରୁ ବାଦ୍‌...

ଏହି ଯୁବତୀଙ୍କ ପ୍ରେମରେ ପଡିଛନ୍ତି କ୍ରିକେଟର୍‌ ନବଦୀପ ସଇନି

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡରେ ଭଲ ପ୍ରଦର୍ଶନ...

ବିସିସିଆଇ ପଦାଧିକାରୀ

ମୁମ୍ବାଇ,୨୪।୧୦ (ପି.ଟି.)- ଅଧ୍ୟକ୍ଷ: ସୌରଭ ଗାଙ୍ଗୁଲି ନବନିର୍ବାଚିତ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କର କୌଣସି ପରିଚୟ ଦେବାର ଆବଶ୍ୟକତା ନାହିଁ। ଗାଙ୍ଗୁଲି ଭଳି ଅନ୍ୟ ପଦାଧିକାରୀମାନେ...

ଇଂଲଣ୍ଡ ଆସେସ୍‌ ଦଳରେ ଆର୍ଚର

ଲଣ୍ଡନ,୨୭।୭- ଆସନ୍ତା ସପ୍ତାହରେ ଏଜବାଷ୍ଟନ୍‌ଠାରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ଆସେସ୍‌ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଲାଗି ଶନିବାର ଇଂଲଣ୍ଡ ଦଳ ଘୋଷଣା ହୋଇଛି। ଏହି...

ନୂଆ ସ୍ପ୍ରିଣ୍ଟ ସେନ୍‌ସେସନ କୋଲମେନ

ଦୋହା ବିଶ୍ୱ ଚାମ୍ପିୟନଶିପ୍‌ରେ ୧୦୦ମି.ରେ ସ୍ବର୍ଣ୍ଣ ପଦକ ହାସଲ କରି ଆମେରିକୀୟ ଯୁବ ଧାବକ ଖ୍ରୀଷ୍ଟିଆନ କୋଲମେନ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ମାତ୍ର ୯.୭୬...

ୟୁରୋପିଆନ ପ୍ରତିଯୋଗିତାରୁ ମାଞ୍ଚେଷ୍ଟର ସିଟି ବାସନ୍ଦ

ନିଓନ(ସୁଇଜରଲାଣ୍ଡ),୧୫।୨(ଏଏଫ୍‌ପି)- ମାଞ୍ଚେଷ୍ଟର ସିଟି ଫୁଟବଲ ଦଳକୁ ୟୁରୋପିଆନ ପ୍ରତିଯୋଗିତାରୁ ଆଗାମୀ ୨ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଦଳ ଆର୍ଥିକ ଫେୟାର ପ୍ଲେ ନିୟମ ଭଙ୍ଗ...

ପୁଣି ରବି ଶାସ୍ତ୍ରୀ

ମୁମ୍ବାଇ,୧୬।୮: ରବି ଶାସ୍ତ୍ରୀ ପୁଣି ଥରେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ୧୯୮୩ ବିଶ୍ୱକପ ଚାମ୍ପିୟନ ଦଳର ଅଧିନାୟକ କପିଳ ଦେବଙ୍କ ନେତୃତ୍ୱରେ...

ଆଇପିଏଲ୍‌ରୁ ଓହରିଲେ କ୍ରିସ୍‌ ଓ୍ବକ୍ସ

ନୂଆଦିଲ୍ଲୀ,୭ା୩- ଇଂଲଣ୍ଡ ଅଲରାଉଣ୍ଡର କ୍ରିସ୍‌ ଓ୍ବକ୍ସ ଆଗାମୀ ଆଇପିଏଲ୍‌ରେ ଖେଳିବେ ନାହିଁ। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜ ଦେଢ଼ କୋଟି ଟଙ୍କାରେ କିଣିଥିଲା। କିନ୍ତୁ ସେ...

Play 250+ Trending Games
Archives

Model This Week

Why Dharitri