ସେନ୍‌କୋ ପକ୍ଷରୁ ଟ୍ରିଆ ସମ୍ଭାର ଉନ୍ମୋଚିତ

ଭୁବନେଶ୍ୱର,୧୧।୮: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ନୂଆ ଟ୍ରିଆ ସମ୍ଭାରକୁ ନିକଟରେ ଉନ୍ମୋଚନ କରାଯାଇଛି। ଏହା ବିଶେଷକରି ନିତିଦିନିଆ ପରିଧାନ ପାଇଁ ସୁନା, ରୁପା ଓ ପ୍ଲାଟିନମ୍‌ରେ ପ୍ରସ୍ତୁତ ଚେନ୍‌ ପେଣ୍ଡାଣ୍ଟ, ରିଂ, ଇୟର ରିଂ ଓ ନେକ୍‌ପିସ୍‌ ଇତ୍ୟାଦି ରହିଛି।

ସେହିଭଳି ନୂଆ ସମ୍ଭାର ଟ୍ରିଆରେ ଥିବା ଗହଣାଗୁଡ଼ିକର ମୂଲ୍ୟ ୨୦ ହଜାର ଟଙ୍କାରୁ ଆରମ୍ଭ ହେଉଛି। ଅପରପକ୍ଷରେ ଭାରତର ୭୫ତମ ସ୍ବାଧୀନତା ଦିବସ ପାଳନ କରିବା ଲାଗି ସେନ୍‌କୋ ଗୋଲ୍ଡ ପକ୍ଷରୁ ଆଜାଦୀ ଅଫର ମଧ୍ୟ ଘୋଷଣା କରାଯାଇଛି।

ଏହି ଅଫରରେ ଗ୍ରାହକମାନେ ସୁନା, ହୀରା, ପ୍ଳାଟିନମ୍‌, ରୁପା ଓ ଗୋସିପ୍‌ ଗହଣାର ଗଢ଼ା ମୂଲ୍ୟ ଉପରେ ବିପୁଳ ରିହାତି ପାଇପାରିବେ। ଏହାର କାରିଗରମାନଙ୍କ ଗୁଣାତ୍ମକ କାରିଗରିକୁ ଏହି ଅଫର୍‌ ପ୍ରଦର୍ଶିତ କରୁଛି। ଏ ସମ୍ପର୍କରେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନିର୍ଦ୍ଦେଶିକା ମିସ୍‌ ଜୋଇତା ସେନ୍‌ କହିଛନ୍ତି, ଏହା ହେଉଛି ଏକ ଗୁରୁତ୍ୱର ଦିନ ଓ ପ୍ରତି ଭାରତୀୟଙ୍କ ପାଇଁ ଏକ ଉତ୍ସବ। ଏହି ସ୍ବତନ୍ତ୍ର ଅବସରରେ ଆମେ ଆମର ନୂଆ ଆଜାଦୀ ଅଫର ଘୋଷଣା କରିଥିବା ବେଳେ ଆମର ମୂଲ୍ୟବାନ୍‌ ଗ୍ରାହକଙ୍କ ପାଇଁ ଅତୁଳନୀୟ ଡିଜାଇନର ବର୍ଗମାଳା ପ୍ରଦାନ କରୁଛୁ। ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସ ପକ୍ଷରୁ ରାଖୀ ସ୍ବତନ୍ତ୍ର ସମ୍ଭାର ମଧ୍ୟ ଘୋଷଣା କରାଯାଇଛି, ଯେଉଁଥିରେ ସୁନା, ହୀରା ଓ ରୁପା ଗହଣା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?