ସବୁଠି ଉଡ଼ିଲା ତ୍ରିରଙ୍ଗା

କର୍ଲାମୁଣ୍ଡା,୧୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଗୁରୁବାର ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ୟାରେଡ଼ ପଡ଼ିଆରେ ଆୟୋଜିତ ବ୍ଲକସ୍ତରୀୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ବିଡ଼ିଓ ମଣ୍ଟୁ ଖମାରୀ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ତହସିଲଦାର ଅରୁଣ ବର୍ଗେ ଯୋଗ ଦେଇଥିଲେ।

ବ୍ଲକ ସଦରର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ୟାରେଡ଼ କାର୍ଯ୍ୟକ୍ରମକୁ ଅବସର ପ୍ରାପ୍ତ ଖେଳ ଶିକ୍ଷକ ବେଣୁ ଧର ନାଗ ପରିଚାଳନା କରିଥିଲେ। ସଭା କାର୍ଯ୍ୟ ତଥା ପୁରସ୍କାର ବିତରଣ ସଭାରେ ଅବସର ପ୍ରାପ୍ତ ସହକାରୀ ଶିକ୍ଷକ ମାର୍କଣ୍ଡ ପାଢ଼ୀ, ପବିତ୍ର ମୋହନ ପାଶା, ନୋଡାଲ ୟୁପି ସ୍କୁଲର ଶିକ୍ଷକ ରିଟନ ନାଗ, ସେକ୍ସନ ଅଫିସର ସିବା ନନ୍ଦ ପାତ୍ର, କିରାଣୀ ପ୍ରଦୀପ କୁମାର ମାଝୀ ପ୍ରମୁଖ ପରିଚାଳନା କରିଥିଲେ।

ଏହି ଅସବରରେ କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ତେବେ ତହସିଲ ଅଫିସରେ ତହସିଲଦାର ଅରୁଣ ବର୍ଗେ ପତାକା ଉତ୍ତୋଳନ କରିଥିବା ବେଳେ ବ୍ଲକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲରେ କମିଟି ଅଧ୍ୟକ୍ଷ ନନ୍ଦି କିଶୋର ଭୋଇ କତାକା ଉତ୍ତେଜନା କରିଥିଲେ। ସେହିପରି କୃଷି କାର୍ଯ୍ୟାଳୟରେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ ପତାକା ଉତ୍ତୋଳନ କରିଥିବା ବେଳେ ପୋଲିସ ଷ୍ଟେସନରେ ସବ୍‌ ଇନ୍ସପେକ୍ଟର ଥବୀର ବରିହା, କର୍ଲାମୁଣ୍ଡା ସଚେତନ ନାଗରିକ କମିଟି ପକ୍ଷରୁ ମୁଖ୍ୟ ଅତିଥି ଭଗବାନ ସାହୁ ଓ ଦଶରଥ ସାହୁ, ରିଂଜାଠାରେ ସରପଞ୍ଚ ପଞ୍ଚାନନ ବାଗ, ସରଗୁଲ ମାଲପଡ଼ା ପଞ୍ଚାୟତରେ ସରପଞ୍ଚ ବରୁଣ ଛତ୍ରୀଆ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?