ବନ୍ଦେ ମାତରମ୍‌ ପକ୍ଷରୁ ତ୍ରିରଙ୍ଗା

ଭୁବନେଶ୍ୱର,୧୪।୮(ଅନୁରାଧା ମହାରଣା): ସାମାଜିକ ଅନୁଷ୍ଠାନ ବନ୍ଦେ ମାତରମ୍‌ ପକ୍ଷରୁ ସୋମବାର ‘ତ୍ରିରଙ୍ଗା ଦାନ’ ଶୀର୍ଷକ ପ୍ରଥପାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗାନ୍ଧୀମାର୍ଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୧୭ ଜଣ ସଦସ୍ୟ ଯୋଗଦାନ କରି କଳାପ୍ରଦର୍ଶନ କରିଥିଲେ। ସମସ୍ତ ସଦସ୍ୟ ତ୍ରିରଙ୍ଗା ରଙ୍ଗରେ ଶରୀରକୁ ରଙ୍ଗାୟିତ କରିବା ସହ ତ୍ରିରଙ୍ଗା ବଣ୍ଟନ କରିଥିଲେ। ପ୍ରତି ଭାରତୀୟ ଦେଶର ସ୍ବାଧୀନତା ଦିବସ ଅବସରରେ ଗର୍ବ ଅନୁଭବ କରିବା କରିବା ସହ ତ୍ରିରଙ୍ଗା ଉଡ଼ାଇବା ପାଇଁ ଆହ୍ବାନ ଦିଆଯାଇଥିଲା। ଏହା ସହ ଅନ୍ୟମାନଙ୍କୁ ଅନ୍ତତଃ ଗୋଟିଏ ତ୍ରିରଙ୍ଗା ଦାନ କରିବାକୁ ଉସତ୍ାହିତ କରାଯାଇଥିଲା। ତେବେ ଚଳିତ ବର୍ଷ ଅନୁଷ୍ଠାନ ପକ୍ଷରୁ ୫୦୦ରୁ ଅଧିକ ତ୍ରିରଙ୍ଗା ବଣ୍ଟନ କରାଯାଇଛି। ପ୍ରାୟ ୨୪ ବର୍ଷ ଦରି ବନ୍ଦେ ମାତରମ୍‌ ପକ୍ଷରୁ ସ୍ବାଧୀନତା ଦିବସ ଅବସରରେ ଦେଶାମତ୍ବୋଧ କାର୍ଯ୍ୟକ୍ରମର ଆୟୋଜନ କରାଯାଇଆସୁଛି। ପଥପ୍ରାନ୍ତ ନାଟକ ମାଧ୍ୟମରେ ଲୋକଙ୍କ ମନରେ ଦେଶପ୍ରୀତି ଜାଗ୍ରତ ପାଇଁ ପ୍ରୟାସ କରାଯାଉଥିବା ଅଂଶଗ୍ରହଣକାରୀମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri