Posted inଜାତୀୟ

କେଜରିଓ୍ବାଲଙ୍କ ହାତରେ ତ୍ରିରଙ୍ଗା: ହମ୍‌ ହୈ ଟିମ୍‌ ଇଣ୍ଡିଆ ଓ୍ବାଲେ, ‘ଜିତେଗା ଭାରତ’ ଟ୍ୟାଗଲାଇନ ଚୟନ…

ନୂଆଦିଲ୍ଲୀ,୧୯।୭ : ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ପରେ ଗ୍ରାଣ୍ଡ ଆଲାଇନ୍ସର ନାମ ଇଣ୍ଡିଆ ଘୋଷଣା କରାଯାଇଛି। ଏହି ମର୍ମରେ ବୁଧବାର ଆମ ଆଦମୀ ପାର୍ଟି ଦ୍ୱାରା ଏକ ପୋଷ୍ଟର ରିଲିଜ ହୋଇଛି ଯେଉଁଥିରେ ଦଳର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାରତର ତ୍ରିରଙ୍ଗା ଧରିଥିବାର ନଜର ଆସିଛନ୍ତି। ଫଟୋ ଶେୟାର କରି କ୍ୟାପଶନରେ ଏଏପି ଲେଖିଛି, ହମ୍‌ ହୈ ଟିମଇଣ୍ଡିଆ ଓ୍ବାଲେ‘।

ଇଣ୍ଡିଆ ନାମ ଘୋଷଣା କରିବାର ଗୋଟିଏ ଦିନ ପରେ ବିରୋଧୀ ଦଳମାନେ ୨୦୨୪ ଲୋକସଭା ନିର୍ବାଚନ ପାଇଁ ‘ଜିତେଗା ଭାରତ’ ଟ୍ୟାଗଲାଇନ ଚୟନ କରିଛନ୍ତି। ଏହି ଟ୍ୟାଗଲାଇନ ବୋଧହୁଏ ବିଭିନ୍ନ ଆଞ୍ଚଳିକ ଭାଷାରେ ଅନୁବାଦ ହୋଇ ବ୍ୟବହୃତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri