ଭାଜପାର ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

ଗୋପାଳପୁର,୧୪ା୮(ନବୀନ ରାଜ ଆଚାରୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ଯୁବ ମୋର୍ଚ୍ଚା ଗଞ୍ଜାମ ଜିଲା ପକ୍ଷରୁ ତ୍ରିରଙ୍ଗା ଯାତ୍ରା ଗୋପାଳପୁର ନିର୍ବାଚନମଣ୍ଡଳୀରେ ବୁଧବାର ଅନୁଷ୍ଠିତ ହୋଇଛି। ଗଞ୍ଜାମ ଜିଲା ଯୁବ ମୋର୍ଚ୍ଚା ସଭାପତି ଶିବଶଙ୍କର ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ଖଣି, ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା, ରାଜ୍ୟ ଯୁବ ମୋର୍ଚ୍ଚାର ସମ୍ପାଦକ ଟୁଟୁନ ପାତ୍ର, ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ରବି ରାଓ, ସୋମନାଥ ପାତ୍ର, ବରିଷ୍ଠ ନେତା ବନମାଳୀ ସେଠୀ, ସୁନୀଲ ପାତ୍ର ବିନୋଦ ମିଶ୍ର, ରଜତ ପଣ୍ଡିତ, ଜିଲା ଯୁବ ମୋର୍ଚ୍ଚା ଉପସଭାପତି ଜଗମୋହନ ପାତ୍ର, ଗୌରୀ ସାମନ୍ତରାୟ, ଅନ୍ୟ ନେତା ପ୍ରମୁଖ ଗୋଳନ୍ଥରାସ୍ଥିତ ଇଶାନେଶ୍ୱର ମନ୍ଦିରଠାରୁ ତ୍ରିରଙ୍ଗା ଯାତ୍ରା ନେଇ ଶତାଧିକ ମୋଟର ସାଇକେଲ ରାଲି ବାହାରି କନିସି, ଲାଞ୍ଜିପୁଲ୍ଲୀ, ଆଙ୍କୁଲି ଡୁରା, କରାପୁଲୀ ଦେଇ ଗୋପାଳପୁର ମୋତିଆଲାମ୍ମା ମନ୍ଦିରଠାରେ ଶେଷ ହୋଇଥିଲା। ଘରେ ଘରେ ତ୍ରିରଙ୍ଗା ସହ ରାଷ୍ଟ୍ରୀୟ ଭକ୍ତିର ଜାଗରଣ ସୃଷ୍ଟି କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଜିଲାର ବିଭିନ୍ନ ବିଧାନସଭା ମଣ୍ଡଳୀ କାର୍ଯ୍ୟକ୍ରମ ଜାରି ରହିଛି l ଏହି ଅବସରରେ ଯୁବନେତା ଗୋପୀନାଥ ମହାରଣା,ଗଙ୍ଗାଧର ଶତପଥୀ, ପ୍ରଦୀପ ପଟ୍ଟନାୟକ, ମୋନଜ ନାୟକ,ଦୁର୍ଯ୍ୟୋଧନ ସେଠୀ,ସଞ୍ଜୟ ନାୟକ, ଅଶ୍ୱିନୀ କୁମାର ପାତ୍ର, ଦୀପକ କୁମାର ଜେନା, ଶିବ ପ୍ରସାଦ ଦଳେଇ,  ଅଜିତ କୁମାର ଦଳେଇ, ବି.ସୋମନାଥ ପାତ୍ରଙ୍କ ସମେତ ହଜାରେରୁ ଅଧିକ ଭାଜପା କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?