ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି ପ୍ରକାଶ ମାଝୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଯାତ୍ରାରେ ବ୍ଲକ ସଂଘ ସଭାପତି ସୁରେନ୍ଦ୍ର ଭୋଇ, ବ୍ଲକ କନ୍ଧ ସମାଜ ସଭାପତି ଗୋବିନ୍ଦ ଭୋଇ, ସମ୍ପାଦକ ନନ୍ଦି କିଶୋର ଭୋଇ, ଉପସଭାପତି ଦୟାନିଧି ମାଝୀଙ୍କ ସମେତ ସଂକୀର୍ତ୍ତନ ଭୋଇ, ମହେନ୍ଦ୍ର ପ୍ରଧାନୀ ପ୍ରମୁଖ ଯୋଗ ଦେଇଥିଲେ। କର୍ମକର୍ତ୍ତାମାନେ ବ୍ଲକର ରିଞ୍ଜା, ବୋରପଦର, ରେଗଡା, ସାପଲହରା, ଜୋରାଡବ୍ରା ପଞ୍ଚାୟତର ବିଭିନ୍ନ ଗାଁକୁ ଯାଇ ଦେବଦେବୀଙ୍କ ପୂଜା, ସଂସ୍କୃତି, ସଂସ୍କାର, ନିଶାମୁକ୍ତ ସମାଜ ଗଠନ ଉପରେ ଜନ ସଚେତନତା ସୃଷ୍ଟି କରିଥିଲେ। ଏ ଅବସରରେ ବିଭିନ୍ନ ଗାଁର ଯାନୀ, ଝାଙ୍କର, ପୂଜାରୀ, ଦିଶାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri