ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ : ପତ୍ରାପାଲିକୁ ଟାଇଟଲ

ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଉଦଯାପନନୀ ମ୍ୟାଚ୍‌ ପତ୍ରାପାଲି ଏବଂ ବାଲିପଟା ମଧ୍ୟରେ ହୋଇଥିଲା। ପତ୍ରାପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୨ ଓଭରରେ ୭ ଉଇକେଟ ହରାଇ ୧୦୫ ରନ୍‌ ସଂଗ୍ରହ କରିଥିଲା ା ଜବାବରେ ବାଲିପଟା ୧୦୨ ରନ୍‌ ସଂଗ୍ରହ କରି ପାରିଥିଲ ା ଫଳରେ ପତ୍ରାପାଲି ଚାମ୍ପିୟନ ଘୋଷିତ ହୋଇଥିଲା। ଅମ୍ପେୟାର ଭାବେ ଖେଳକୁ ପୀତବାସ ସାହୁ, ପ୍ରଶାନ୍ତ ମିଶ୍ର ପରିଚାଲନା କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ ମହାସଚିବ ନିରଞ୍ଜନ ବିଶି, ସମ୍ମାନିତ ଅତିଥି ସିନେ ନିର୍ଦ୍ଦେଶକ ଲମ୍ବୋଦର ଟାକରି, ଲକ୍ଷ୍ମୀ ଶବର, ନନ୍ଦ ପୁଟେଲ, ସଦାନନ୍ଦ ହଂସ ପ୍ରମୁଖ ଯୋଗଦେଇଥିଲେ ା ଏହି ଅବସରରେ ଚାମ୍ପିୟନ୍‌ ଦଳକୁ ଟ୍ରଫି ସହ ନଗଦ ୧୫ ହଜାର ଏବଂ ରନର୍ସ ଅପ୍‌ ଦଳକୁ ଟ୍ରଫି ସହ ନଗଦ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା ା ବେନକେରା କ୍ରିକେଟ କ୍ଲବ ତରଫରୁ ଆୟୋଜିତ ଟୁର୍ନାମେଣ୍ଟରେ ୧୬ଟି ଦଳ ଭାଗ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri