ଆଦିବାସୀ ନେତାଙ୍କ ପରଲୋକ: ଝୁରୁଛି ଗାଁ

କର୍ଲାମୁଣ୍ଡା,୧୧।୩ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଆଦିବାସୀ ସଂଘ କୋଷାଧ୍ୟକ୍ଷ ତଥା ହୋଟେଲ ମାଲିକ ନରେନ୍ଦ୍ର ଶବର (୫୩)ଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। ସୂଚନାମତେ ଶବର ପ୍ରତ୍ୟୁଷରେ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ। ଡାକ୍ତରଖାନା ନେବା ପୂର୍ବରୁ ହୃଦ୍‌ଘାତରେ ତାଙ୍କର ବିୟୋଗ ହୋଇଥିବା ପରିବାର ପକ୍ଷରୁ କୁହାଯାଇଛି। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ବ୍ଲକ ଆଦିବାସୀ ସଂଘର ଜଣେ ସକ୍ରିୟ ସଦସ୍ୟ ଥିଲେ। ତାଙ୍କର ୨ ପୁଅ ସହ ସ୍ତ୍ରୀ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ବାଲ୍ୟ ବିବାହ ଆଇନ: ନାବାଳିକା ଗର୍ଭବତୀ ନେଇ ଥାନାରେ ଅଭିଯୋଗ

ଦାରିଙ୍ଗବାଡି,୧୧ା୩ (ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ୍‌ ଦୁର୍ଗମ ପଞ୍ଚାୟତ ସିର୍କାବର୍ଗ ଅଞ୍ଚଳରେ ଜଣେ ନାବାଳିକା ବିବାହ କରି ଗର୍ଭବତୀ ହେବା ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ…

ଚିତ୍ତରଞ୍ଜନ ଦାଶ ପାଇଲେ ଦିବ୍ୟାଙ୍ଗ ମିତ୍ର ପୁରସ୍କାର

ନୂଆପଡ଼ା,୧୧ା୩ (ମକାରୁ ବେମାଲ ): ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ମାସିକ ସମୀକ୍ଷା ବୈଠକ ସମ୍ମିଳନୀ…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…

ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ

ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ…

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…

ପଟ୍ଟାଙ୍ଗି ବ୍ଲକ ପଛ ପାହାଡ଼ରେ ଲାଗିଛି ନିଆଁ: ଲିଭାଇବା ପାଇଁ ଜଙ୍ଗଲ ବିଭାଗର ଜୋରଦାର କସରତ,ଏଯାଏ…

ପଟ୍ଟାଙ୍ଗି, ୧୦।୩ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟର ପଛ ଭାଗରେ ଥିବା ପାହାଡ଼ରେ ମଙ୍ଗଳବାର ସାରେ ଭୟାବହ ନିଆଁ ଲାଗିଥିବା ଦେଖିବାକୁ…

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri