ଜନଜାତି ଗୌରବ ଦିବସ: ଶହୀଦ ବିର୍ସାମୁଣ୍ଡାଙ୍କୁ ମନେ ପକାଇଲା…

ରାଉରକେଲା,୧୫ା୧୧(ବିପ୍ଲବ ରଞ୍ଜନ ଦାଶ): ମୁଖ୍ୟମନ୍ତ୍ରୀ ମୋହନ ମାଝି ରାଉରକେଲା ଗସ୍ତକରି ଜନଜାତି ଗୈାରବ ଦିବସ-୨୦୨୫ ପାଳନ ସମାରୋହରେ ସାମିଲ ହୋଇଥିଲେ। ଏହି ସମୟରେ ସଭାସ୍ଥଳ ଲୋକାରଣ୍ୟ ହୋଇଥିଲା। ରାଉରକେଲା ସମେତ ବିଶ୍ରା, ଲାଠିକଟା, ନୂଆଗାଁ ଓ ବିଶ୍ରା ପ୍ରମୁଖ ୪ଟି ବ୍ଲକର ପାଖାପାଖି ୧୫ହଜାରରୁ ଊର୍ଦ୍ଧ୍ୱ ଲୋକ ସଭାରେ ସାମିଲ ହୋଇଥିବା ବେଳେ, ସଭାସ୍ଥଳ ଶହୀଦ ବିର୍ସାମୁଣ୍ଡାଙ୍କ ଜୟନାଦ ହୋଇଥିଲା। ମୁଖ୍ୟମନ୍ତ୍ରୀ, ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଜିନ୍ଦାବାଦ ନାରାବାଜି ଦିଆଯାଇଥିଲା। ସଭାସ୍ଥଳରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ନିମନ୍ତେ ପ୍ରାୟତ ୩୬ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏଥିସହ ପ୍ରଧାନପାଳି ଓ ବନ୍ଧପୋଷ ଅଞ୍ଚଳରୁ ହଜାର ହଜାର ସଂଖ୍ୟାରେ ମହିଳମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ଜଣାଇବା ଉଦ୍ଦେଶ୍ୟରେ ପଦଯାତ୍ରା କରିଥିଲେ। ଅନ୍ୟପକ୍ଷେ ୭୦ରୁ ଊର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କୁ ନେବା ଆଣିବାର ପାଇଁ ବ୍ୟବସ୍ଥା ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?