ଜଙ୍ଗଲର ସୁରକ୍ଷା ପାଇଁ ଅସ୍ତ୍ର ଧରିଲେ ଆଦିବାସୀ

ମାଲକାନଗିରି,୧୪ା୮(ଡି.ଏନ୍‌.ଏ.): ଜଙ୍ଗଲ ଆମର ମା’। ବର୍ଷବର୍ଷ ଧରି ଆମେ ବନାଞ୍ଚଳରେ ବସବାସ କରୁଛୁ। ଏହା ଆମର ଜୀବନ ଜୀବିକାର ଉତ୍ସ। ଜଙ୍ଗଲ ଫଳମୂଳ ଓ ପୋଡୁଚାଷ ଆମକୁ ବଞ୍ଚାଇ ରଖିଛି। ଏହାର ସୁରକ୍ଷା ଆମ ଦାୟିତ୍ୱ। କୌଣସି ପରିସ୍ଥିତିରେ ମଧ୍ୟ ଜଙ୍ଗଲ ନଷ୍ଟ ହେବାକୁ ଆମେ ଦେବୁନାହିଁ ବୋଲି ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶପଥ ନେଇଛନ୍ତି ଆଦିବାସୀ। ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ନବଗଠିତ ବନ ସଂରକ୍ଷଣ ସମିତି ସଦସ୍ୟମାନେ ଶନିବାର ଏପରି ଶପଥ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଁକା ଅଭାବୁ ଉଚଶିକ୍ଷାରୁ ବଁଚିତ ସବିତା

ଲାଠୋର, ୨୦।୧୧ (ଡି.ଏନ.ଏ.)- ସରକାର ଶିକ୍ଷାର ବିକାଶ ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଅନେକ୍‌ ଗରିବ୍‌ ଛାତ୍ରୀଛାତ୍ର କଷ୍‌ଟେମଷ୍‌ଟେ ମାଟ୍ରିକ ପାସ୍‌...

ପୁଣି ବାଘ ଛାଲ ଜବତ, ଜଣେ ଗିରଫ

କଣ୍ଟାମାଳ,୨୧।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର କପାଶିରା ଛକ ନିକଟରେ ବୁଧବାର ଏସ୍‌ଟିଏଫ କବଜାରେ ବାଘ ଶିକାରୀ ହର ରଣାଙ୍କୁ ଗିରଫ କରିଛି । ବାଘ...

ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୨୦।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ...

ଗିରଫ ହେଲେ ୩ ଅଣଓଡ଼ିଆ ପରୀକ୍ଷାର୍ଥୀ

ମଙ୍ଗଳବାର ପରୀକ୍ଷା ସରିବା ପରେ ଉତ୍ତରପ୍ରଦେଶର କେତେଜଣ ଯୁବକ ଆଇଜି ପାର୍କରେ ପଶି ନାନା ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ ଯୁବତୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା...

ଡିଜିପିଙ୍କୁ ରିପୋର୍ଟ ମାଗିଲେ ଜନଜାତି ଆୟୋଗ

କଟକ ଅଫିସ,୧୨ା୮: କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତର ଏକ ଗ୍ରାମରୁ ଜଣେ ଆଦିବାସୀ ନାବାଳିକାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ...

ଓଏନ୍‌ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର...

ବିପଦସଙ୍କୁଳ ଅବସ୍ଥାରେ ଖଣ୍ଡିଆ ବନ୍ଧ ପୋଲ, ରାସ୍ତା

ଜେନାପୁର,୧୯ା୮(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ରେଳବାଇ ଲେବୁଲ କ୍ରସିଂ ନିକଟସ୍ଥ ଖଣ୍ଡିଆ ବନ୍ଧ ପୋଲ ଓ ରାସ୍ତା ବିପଦସଙ୍କୁଳ ଅବସ୍ଥା ରହିଛି। ଏହି ପୁରାତନ...

ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଛେଦ କରାଯାଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୨ା୧୦: ଓଡ଼ିଶା ହିନ୍ଦୁ ଦେବୋତ୍ତର ଅଧିନିୟମ ୧୯୫୧କୁ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ଏହି ଅଧିନିୟମରୁ ଗୋବର୍ଦ୍ଧନ ମଠକୁ ବାଦ୍‌ ଦିଆଯାଇଛି। ଏଣିକି ଏହି...

Advertisement


Archives

Model This Week