ଗୁରୁ ଦିବସ ଅବସରରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): ଗୁରୁ ଦିବସ ଅବସରରେ ଭାରତର ପ୍ରଥମ ଉପରାଷ୍ଟ୍ରପତି, ମହାନ ଶିକ୍ଷlବିତ, ଦାର୍ଶନିକ ତଥା ଭାରତ ରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ l ଶିଳ୍ପୀ ସାହୁ ହେଉଛନ୍ତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ଗଜବାହାଲ ଗ୍ରାମ ପଞ୍ଚାୟତ ଡ଼ଙ୍ଗରମୁଣ୍ଡା ଗ୍ରାମର। ତେବେ ତାଙ୍କର ଏହି ବାଲୁକାକଳାକୁ ବେଶ ପସନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri