ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୬।୨: ବରିଷ୍ଠ ରାଜନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି। ଶନିବାର ପୂର୍ବାହ୍ନରେ ସ୍ବର୍ଗତ ବିଶ୍ବାଳଙ୍କ ମରଶରୀର ବିଧାନସଭା ପରିସରରେ ପହଞ୍ଚତ୍ଥିଲା। ପରେ ବାଚସ୍ପତି ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ୧୯୩୯ ମସିହା ଡିସେମ୍ବର ୧ ତାରିଖରେ ଝାରସୁଗୁଡ଼ା ଜିଲା ଠାକୁରପଡ଼ାରେ ଜନ୍ମିତ ସ୍ବର୍ଗତ ବିଶ୍ବାଳ ଉପ-ମୁଖ୍ୟମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ସାଂସଦ ଭାବେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରିଛନ୍ତି । ବିଶେଷକରି ଜନଜାତି ଓ ଅବହେଳିତ ବର୍ଗର ଜନସାଧାରଣଙ୍କ ଉନ୍ନତି ପାଇଁ ତାଙ୍କ ଅବଦାନ ଅବିସ୍ମରଣୀୟ । ୧୯୯୦ ଏବଂ ୧୯୯୫ରେ ତାଙ୍କ ସହିତ କାମ କରିବା ପାଇଁ ମୋତେ ସୁଯୋଗ ମିଳିଥିଲା । ସେ ଜଣେ ପରୋପକାରୀ ଓ ସହୃଦୟ ବ୍ୟକ୍ତି ଥିଲେ ବୋଲି ବାଚସ୍ପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri