ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

ପାଟଣା,୧୬ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଭାଜପା କାର୍ଯ୍ୟାଳୟ ପରିସରରେ ଶନିବାର ପୂର୍ବତନ ପ୍ରଧାନମନ୍ତ୍ରୀ ପ୍ରବୀଣ କବି ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ପୁଣ୍ୟତିଥି ଅବସର ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ରାଧାକାନ୍ତ ମହାନ୍ତ, ଆର୍‌ଏସ୍‌ଏସ୍‌ର ବରିଷ୍ଠ ସଦସ୍ୟ ମୋଚିରାମ ସାହୁ, ଭାଜପା ନେତା ରଜନୀକାନ୍ତ ମିଶ୍ର, ବଳଭଦ୍ର ନାଏକ, ହୃଷୀକେଶ ସାହୁ, ଇନ୍ଦ୍ରଜିତ ସାହୁ, ଦେବସିଂହ ସମେତ ଶତାଧିକ ଭାଜପା କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମକୁ ବିଧାୟକଙ୍କ ଚମ୍ପୁଆ ବ୍ଲକ ପ୍ରତିନିଧି ଭାବଗ୍ରାହୀ ମହାନ୍ତ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ଫାଣ୍ଡି ସାମ୍ନାରେ ବସ୍‌କୁ ଧକ୍କା ଦେଲା ଟ୍ରଲର, ଯୋଡାରୁ ଟାଟାକୁ ଯାଉଥିବାବେଳେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ସୀମାନ୍ତ ଝାଡ଼ଖଣ୍ଡର ଜଗନ୍ନାଥପୁର ଥାନା ଅଧିନସ୍ଥ ଜୟନ୍ତୀଗଡ଼ ଫାଣ୍ଡି ସାମ୍ନାରେ ମଙ୍ଗଳବାର କାରଓ୍ବା ନାମକ ଯାତ୍ରୀବାହୀ...

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏହି ସବୁ ଦାବି କଲେ ଜମି ହରାଉଥିବା ଲୋକେ, ଏକକାଳୀନ ୫ କୋଟି ଟଙ୍କା ସହ…

ପାଟଣା ,୨୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ଜେଏସଡବ୍ଲୁ ଓ ପସ୍କୋ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବାରଡାଙ୍ଗୁଆ ଗ୍ରାମରେ...

ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ଯୋଡ଼ା,୧୯ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ...

ଶୌଚ ପାଇଁ ଯାଇ ନିଖୋଜ ଥିଲେ ମହିଳା, ଜଙ୍ଗଲରେ ଝୁଲନ୍ତା…

ଆନନ୍ଦପୁର,୧୮ା୧:(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ବିରିଡିହା ଗ୍ରାମର ମହିଳା ନଦୀକୁ ଶୌଚ ହେବାପାଇଁ ଯାଇ ନିଖୋଜ ଥିବା ବେଳେ ରବିବାର ତାଙ୍କ ମୃତଦେହ...

ପାଟଣା ରେଞ୍ଜରେ ପକ୍ଷୀ ଗଣନା, ୬ଶହ ପକ୍ଷୀ…

ପାଟଣା,୧୮ା୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେ଼ଇ ଟାଙ୍ଗିରି ସେକ୍ସନରେ ରବିବାର ପକ୍ଷୀ ଗଣନା ଆରମ୍ଭ ହୋଇଛି । ପାଟଣା ବନାଞ୍ଚଳର ଖିରେଇତାନଗିରି...

ବେଆଇନ ଗୋରୁ ମାଫିଆଙ୍କ ଘରେ ବଡ଼ଧରଣର ଚଢାଉ

କେନ୍ଦୁଝର,୧୭।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସମେତ ମୟୂରଭଞ୍ଜ, ଭଦ୍ରକ ଆଦି ଜିଲ୍ଲାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନରେ ସମନ୍ବିତ ଚଢାଉ କରିଛି...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri