କୋରାପୁଟରେ ଉଡ଼ିଲା ତ୍ରିରଙ୍ଗା, ଉପମୁଖ୍ୟମନ୍ତ୍ରୀ କହିଲେ ଭାରତ ଗଠନ ନେଇ ଜାତୀୟ ପତାକା ତଳେ ସମସ୍ତ…

କୋରାପୁଟ,୨୬ା୧(ଅମିତାଭ ବେହେରା): ସୋମବାର କୋରାପୁଟ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ପରେଡରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିବା ସହ ଆୟୋଜିତ ପରେଡକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ପ୍ରଥମେ ଉପସ୍ଥିତ ସମସ୍ତ ଅଧିକାରୀ ଜନସାଧାରଣଙ୍କୁ ଶୁଭେଚ୍ଛା ଦେବା ସହ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ନେବାକୁ ସମସ୍ତେ ଜାତୀୟ ପତାକା ତଳେ ଶପଥ ନେବାକୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲାପାଳ ମନୋଜ ସତ୍ୟବାନ ମହାଜନ, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନଓ୍ବର ବିଶାଳ ସିଂ, ଏସ୍‌ପି ରୋହିତ ବର୍ମାଙ୍କ ସମେତ ସମସ୍ତ ପଦସ୍ଥ ପୋଲିସ ଓ ପ୍ରଶାସନର ଅଧିକାରୀ, ସ୍ଥାନୀୟ ଲୋକପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥଲେ। ଏହି ଅବସରରେ ୨୯ ଟି ଦଳ ଦ୍ୱାରା ପରେଡ୍‌ରେ ପ୍ରଦର୍ଶନ କରାଯାଇଥିବାବେଳେ କୋରାପୁଟ କଫି, କଳାଜିରା ଧାନ, କୋଟପାଡ଼ର ବୁଣାକାରଙ୍କ ଶାଢ଼ି ତିଆରି ଉପରେ ପ୍ରଜ୍ଞାପନ ମେଢ଼ ସହ ବିଭିନ୍ନ ବିଭାଗର ସଫଳତା ଉପରେ ଝାକିଆ ମାନ ପ୍ରଦର୍ଶିତ ହୋଇଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..

ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍…

ଛାତିଥରା ଘଟଣା… ଅଧରାତିରେ ଚାରି ଝିଅଙ୍କୁ କୂଅରେ ଫିଙ୍ଗିଦେଲେ ମା’, ନିଜେ ବି ହାରିଲେ ଜୀବନ

ଭୋପାଳ,୧୩।୩: ଗୁରୁବାର ସକାଳେ ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। କେସଲି ପୋଲିସ ଷ୍ଟେସନ ଅଧୀନସ୍ଥ ଖାମାରିଆ ଗାଁରେ ଜଣେ ମହିଳାଙ୍କ…

‘ତାଙ୍କୁ ଗୁଳି କରିଦିଅ…’ କାହାକୁ ଏମିତି କହିଲେ ପୂର୍ବତନ ପାକିସ୍ତାନୀ କିମ୍ବଦନ୍ତୀ, କ୍ରିକେଟ୍‌ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୩।୩: ବାଂଲାଦେଶ ବିପକ୍ଷରେ ପ୍ରଥମ ଏକଦିବସୀୟ ମ୍ୟାଚରେ ପାକିସ୍ତାନର ପରାଜୟ ପରେ, ପୂର୍ବତନ ପାକିସ୍ତାନୀ କ୍ରିକେଟରମାନେ ନିରାଶାଜନକ ବୟାନ ଦେଇଛନ୍ତି। ମୀରପୁରରେ ଖେଳାଯାଇଥିବା ମ୍ୟାଚରେ, ପାକିସ୍ତାନର ସମ୍ପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୨ ଡ୍ରାଇଭରଙ୍କ…

ଅତାବିରା, ୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ – ସମ୍ବଲପୁର ଜାତୀୟ ରାଜପଥରେ ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଅତାବିରା – ଧର୍ମଶାଳା ଛକରେ ଏହି…

ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି…

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri