ତୃଣମୂଳ-ଭାଜପା ମଧ୍ୟରେ କଡ଼ା ମୁକାବିଲା: ନନ୍ଦିଗ୍ରାମରେ ଶୁଭେନ୍ଦୁ ଆଗରେ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ରାଜ୍ୟରେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ତୃଣମୂଳ ୧୬୧ ଆସନରେ ଆଗେଇଥିବାବେଳେ ଭାଜପା ୧୧୫ ଆସନରେ ଆଗୁଆ ରହିଛି। ନନ୍ଦିଗ୍ରାମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଛରେ ପଡ଼ିଯାଇଛନ୍ତି। ଦ୍ୱିତୀୟ ରାଉଣ୍ଡ ଭୋଟ ଗଣନାରେ ଶୁଭେନ୍ଦୁ ଅଧିକାରୀ ମମତାଙ୍କଠାରୁ ୪୯୯୧ଭୋଟ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri