ବିଜେଡିରେ ମିଶିଲେ ତ୍ରିନାଥ ବାଗ

କୋକସରା,୧୯ା୧(ଡି.ଏନ.ଏ.) : ପଦ୍ମ ଛାଡି ଶଙ୍ଖ ଧରିଲେ କଳାହାଣ୍ଡି ଜିଲା କୋକସରା ବ୍ଲକର ଭାଜପା ବରିଷ୍ଠ ନେତା ତ୍ରିନାଥ ବାଗ । ବୁଧବାର ଧର୍ମଗଡ ବିଧାୟକ ମୌଷଧି ବାଗଙ୍କ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ବାସଭବନରେ ନିଜର ସମର୍ଥକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ପୂର୍ବରୁ ସେ କୋକସରା ବ୍ଲକ ଭାଜପା ମଣ୍ଡଳ ସଭାପତି ସହ ଅନ୍ୟ ପଦ ପଦବୀରେ ରହିଥିଲେ। ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋକସରା ଜୋନ୍‌ ୨ ଜିଲା ପରିଷଦ ଆସନ ପାଇଁ ସେ ଭାଜପା ପକ୍ଷରୁ ପ୍ରାର୍ଥୀ ଆଶାୟୀ ରହିଥିଲେ। ତେବେ ଦଳୀୟ ଟିକେଟ ନ ମିଳିବାରୁ ସେ ଅସନ୍ତୋଷ ପ୍ରକାଶ କରି ବୁଧବାର ବିଜେପି ଛାଡି ନିଜ ସମର୍ଥକଙ୍କ ସହ ବିଜେଡିର ହାତ ଧରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri