Posted inଖେଳ

ତ୍ରିରାଷ୍ଟ୍ରୀୟ ଫୁଟବଲ୍‌: ଭାରତ ଚାମ୍ପିୟନ୍‌

ଇମ୍ଫାଲ,୨୯ା୩: ଅନ୍ତିମ ମ୍ୟାଚରେ କିର୍ଗିଜସ୍ତାନକୁ ୨-୦ରେ ପରାସ୍ତ କରିବା ସହିତ ଇମ୍ଫାଲରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ଫୁଟବଲ ସିରିଜ୍‌ ଜିତି ନେଇଛି ଭାରତ। ପ୍ରଥମ ମ୍ୟାଚରେ ମ୍ୟାନମାରକୁ ୧-୦ଗୋଲରେ ହରାଇଥିବା ଭାରତକୁ ଚାମ୍ପିୟନ ହେବା ପାଇଁ ଏକ ଡ୍ରର ଆବଶ୍ୟକତା ଥିଲା। ଅଧିନାୟକ ସୁନୀଲ ଛେତ୍ରୀ ଓ ସନ୍ଦେଶ ଝିଙ୍ଗନଙ୍କ ଗୋଲ୍‌ ବଳରେ ଭାରତ ଏହି ମ୍ୟାଚକୁ ୨-୦ରେ ଜିତି ନେଇଥିଲା। ଏହା ସହିତ ଉଚ୍ଚ ମାନ୍ୟତାପ୍ରାପ୍ତ କିର୍ଗିଜ୍‌ସ୍ତାନ (୯୪)କୁ ୧୦୬ ନମ୍ବର ସ୍ଥାନରେ ଥିବା ଭାରତ ପରାସ୍ତ କରିବା ସହିତ ୨୦୧୯ ଏଏଫ୍‌ସି ଏସିଆନ୍‌ କପ୍‌ ପରାଜୟର ପ୍ରତିଶୋଧ ନେଇଛି। ମ୍ୟାଚର୍‌ ୩୪ ତମ ମିନିଟରେ ଝିଙ୍ଗନ ଭାରତ ପାଇଁ ପ୍ରଥମ ଗୋଲ ସ୍କୋର କରିଥିଲେ। ଭାରତକୁ ଫ୍ରି କିକ୍‌ ମିଳିଥିବା ବେଳେ ବ୍ରାଣ୍ଡନ ବକ୍ସ ମଧ୍ୟରେ ଥିବା ଝିଙ୍ଗନଙ୍କ ନିକଟକୁ ପାଶ କରିଥିଲେ। ଗୋଲ ପୋଷ୍ଟର ଡାହାଣ ପଟୁ ଏହାକୁ କ୍ରଶ୍‌ କରିବା ସହିତ ଭାରତକୁ ୧-୦ରେ ଆଗୁଆ କରିଥିଲେ ଝିଙ୍ଗନ। ପ୍ରଥମାର୍ଦ୍ଧରେ ଭାରତ ୧-୦ରେ ଆଗୁଆ ରହିବା ପରେ ଦ୍ୱିତୀୟାର୍ଦ୍ଧର ୮୪ ତମ ମିନିଟରେ ଦ୍ୱିତୀୟ ଗୋଲ୍‌ ସ୍କୋର କରିଥିଲେ ସୁନୀଲ ଛେତ୍ରୀ। ଛାଙ୍ଗଟେ ଓ ସୁରେଶଙ୍କ ପାଶ୍‌କୁ ଗୋଲରେ ପରିଣତ କରିବା ସହିତ ଅନ୍ତର୍ଜାତୀୟ ଫୁଟବଲରେ ନିଜର ୮୬ତମ ଗୋଲ୍‌ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri