ବ୍ୟବସାୟୀଙ୍କ ଘରୁ ଜବତ ହେଲା ଟ୍ରିପ୍‌ ଟ୍ରିପ୍‌ ବିସ୍ଫୋରକ ବାଣ

ଜୟପାଟଣା,୨୫ା୯(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ପୋଲିସ ଓ ଜୟପାଟଣା ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ଜୟପାଟଣା ଜନୈକ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। କଳାହାଣ୍ଡି ଏସ୍‌ପି ନାଗରାଜ ଦେବର କୋଣ୍ଡାଙ୍କ ସ୍ବତନ୍ତ୍ର ଟିମ୍‌ ବୁଧବାର ରାତି ୨ଟାରେ ବ୍ୟବସାୟୀଙ୍କ ଘରେ ରେଡ୍‌ କରିଛନ୍ତି। ଗୁରୁବାର ସକାଳ ହୋଇ ପ୍ରାୟ ଦୁଇଟି ପିକ୍‌ଅପ୍‌ରେ ବିସ୍ଫୋରକ ବାଣ ଲୋଡ୍‌ କରାଯାଇଥିବା ବେଳେ ଘର ଭିତରେ ଆହୁରି ବାଣ ରହିଥିବାର ସୂଚନା ମିଳିଛି। କଳାହାଣ୍ଡି ପୋଲିସ ଓ ଜୟପାଟଣା ପୋଲିସ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri