ଟ୍ରିପଲ ମର୍ଡର: ପୋଲିସର ଛାନଭିନ୍‌

ଭବାନୀପାଟଣା,୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଶଙ୍କରପଲା ଗ୍ରାମରେ ଟ୍ରିପଲ ମର୍ଡର ଘଟିଛି। କେତେଜଣ ଦୁର୍ବୃତ୍ତ ୩ ଜଣଙ୍କୁ ହତ୍ୟା କରି ଫେରାରା ଥିବା ଜଣାପଡିଛି । ମୃତକ ହେଲେ ଶଙ୍କରପଲା ଗ୍ରାମର ରାଏମତି ମାଝୀ ଓ ତାଙ୍କ ଦୁଇବର୍ଷର ପୁଅ ଶିବଶକ୍ତି ଏବଂ ଗ୍ରାମର ମହେନ୍ଦ୍ର କୁମାର।

ତେବେ କେଉଁ କାରଣରୁ ଏହି ହତ୍ୟାକାଣ୍ଡ ଘଟିଛି ତାହା ଜଣାପଡି ନାହିଁ। ଅନ୍ୟପକ୍ଷେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସ୍କୁଲ ବହି ତ୍ରୁଟିକୁ ନେଇ ଆକ୍ସନରେ ମୁଖ୍ୟମନ୍ତ୍ରୀ: ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୬: ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କମିଟି ସୁପାରିସ ଅନୁଯାୟୀ ମୁଖ୍ୟମନ୍ତ୍ରୀ ୪ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri