‘Bhool Bhulaiyaa 3’ ରେ କାର୍ତ୍ତିକଙ୍କ ମିଷ୍ଟ୍ରି ଗାର୍ଲ ସାଜିବେ ‘ଆନିମଲ’ ଫେମ୍‌ ତୃିପ୍ତି ଡିମରୀ

ମୁମ୍ବାଇ: ଫିଲ୍ମ ଭୁଲ ଭୁଲେୟାର ଉଭୟ ପାର୍ଟର ଲୋକପ୍ରିୟତା ଦେଖି ନିର୍ମାତା ଭୁଲ ଭୁଲେୟା ୩ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେଁ କାର୍ତ୍ତିକ ଆର୍ଯ୍ୟନ ଏବଂ ବିଦ୍ୟା ବାଲାନଙ୍କ ନାମ ଷ୍ଟାର କାଷ୍ଟରେ ନିଶ୍ଚିତ ହୋଇସାରିଛି। ବର୍ତ୍ତମାନ ଫିମେଲ କାଷ୍ଟଙ୍କ ନାମରେ ମଧ୍ୟ ମୋହର ବାଜି ସାରିଛି। ଏନେଇ ଖୋଦ୍‌ କାର୍ତ୍ତିକ ଇନଷ୍ଟାରେ ଫଟୋ ଶେୟାର୍‌ କରି ତାଙ୍କ ଫିଲ୍ମର ମିଷ୍ଟ୍ରି ଗାର୍ଲଙ୍କ ବିଷୟରେ ସୂଚନା ଦେଇଛନ୍ତି।

 

View this post on Instagram

 

A post shared by KARTIK AARYAN (@kartikaaryan)

ପ୍ରଥମେ କାର୍ତ୍ତିକ ଇନଷ୍ଟାରେ ଲିଡ୍‌ ଆକ୍ଟ୍ରେସଙ୍କ ଅସମ୍ପୂର୍ଣ୍ଣ ଫଟୋ ଶେୟାର କରିଥିଲେ। କ୍ୟାପସନରେ ଲେଖିଥିଲେ, ଏହି ଭୁଲ ଭୁଲେୟାକୁ ସମାଧାନ କରନ୍ତୁ। ଅଧିକାଂଶ ୟୁଜର୍ସ ଅସମ୍ପୂର୍ଣ୍ଣ ଫଟୋଟି ଆନିମଲ ଫେମ୍‌ ତୃିପ୍ତିଙ୍କର ବୋଲି କହିଛନ୍ତି। କିଛି ସମୟ ପରେ କାର୍ତ୍ତିକ ନିଜେ ସମ୍ପୂର୍ଣ୍ଣ ଫଟୋ ଶେୟାର କରି ଏହାକୁ କନଫର୍ମ କରିଛନ୍ତି।

 

View this post on Instagram

 

A post shared by KARTIK AARYAN (@kartikaaryan)

ଗତ ବର୍ଷ ମୁକ୍ତିଲାଭ କରିଥିବା ଆନିମଲରେ Tripti Dimri ଙ୍କୁ ଦେଖିବାକୁ ମିଳିଥିଲା। ଫିଲ୍ମ ରିଲିଜ୍‌ ପରେ ଫ୍ୟାନ୍ସ ତାଙ୍କୁ ବହୁତ ଭଲ ପାଇବା ଦେଇଥିଲେ। ତାଙ୍କର ରାତାରାତି ଲକ୍ଷ ଲକ୍ଷ ଫଲୋଅର୍ସ ବଢିଥିଲେ। ଲୋକେ ତାଙ୍କୁ ନ୍ୟାଶନାଲ କ୍ରସ ବୋଲି କହିବା ଆରମ୍ଭ କଲେ। ଏବେ କାର୍ତ୍ତିକ ଫିଲ୍ମରେ ତାଙ୍କର ଏଣ୍ଟ୍ରି ହୋଇଛି। ସେ ଏହି ଫିଲ୍ମରେ କିଆରା ଆଡଭାନୀଙ୍କ ସ୍ଥାନ ନେଇଛନ୍ତି, ଯିଏକି ୨୦୨୨ରେ Bhool Bhulaiyaa 2 ରେ ନଜର ଆସିଥିଲେ। ଏହି କମେଡି ଫିଲ୍ମ ଚଳିତ ବର୍ଷ ଦିୱାଲୀ ଅବସରରେ ମୁକ୍ତିଲାଭ କରିବ ବୋଲି ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri