Posted inଜାତୀୟ

ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩: କଂଗ୍ରେସ ୧୭ ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କଲା…

ଅଗରତାଲା,୨୮।୧ : ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩ ପାଇଁ ୧୭ ଜଣ ପ୍ରାର୍ଥୀଙ୍କ ତାଲିକା କଂଗ୍ରେସ ଘୋଷଣା କରିଛି। ସୁଦୀପ ରୟ ବର୍ମନ ଅଗରତାଲାରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଅନ୍ୟପକ୍ଷରେ ଟାଉନ ବାର୍ଦୋୱାଲି ଆସନରୁ ମୁଖ୍ୟମନ୍ତ୍ରୀ ମାଣିକ ସାହାଙ୍କ ସହିତ ଆଶିଷ କୁମାର ସାହାଙ୍କୁ ପ୍ରାର୍ଥୀ କରାଯାଇଛି। ଉଭୟଙ୍କ ମଧ୍ୟରେ କଡ଼ା ସଂଘର୍ଷ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri